ମନ୍ତ୍ରୀଙ୍କ ଘର ଆଗରେ ବସିଲେ ଶତାଧିକ କିନ୍ନର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ଟ୍ରାନ୍ସଜେଣ୍ଡର ୱେଲ୍‌ଫେୟାର ବୋର୍ଡ’ ଗଠନ ଓ ବିଭିନ୍ନ କ୍ଷେତ୍ରରେ ୫ ପ୍ରତିଶତ ସଂରକ୍ଷଣ ଦାବିରେ ଶତାଧିକ କିନ୍ନର ଆଜି ମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିଛନ୍ତି। କିନ୍ନରଙ୍କ ଏହି ଧାରଣାକୁ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଓ ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ସମର୍ଥନ ଜଣାଇଛନ୍ତି। କିନ୍ନରଙ୍କ ପାଇଁ ‘ଟ୍ରାନ୍ସଜେଣ୍ଡର ୱେଲ୍‌ଫେୟାର ବୋର୍ଡ’ ଗଠନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦୁଃଖର ବିଷୟ ଆଜି […]

transgenders-sit-on-protest-dharna-in-front-of-ministers-house-in-support-of-their-demands

Manoranjan Sial
  • Published: Thursday, 28 February 2019
  • Updated: 28 February 2019, 05:30 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ଟ୍ରାନ୍ସଜେଣ୍ଡର ୱେଲ୍‌ଫେୟାର ବୋର୍ଡ’ ଗଠନ ଓ ବିଭିନ୍ନ କ୍ଷେତ୍ରରେ ୫ ପ୍ରତିଶତ ସଂରକ୍ଷଣ ଦାବିରେ ଶତାଧିକ କିନ୍ନର ଆଜି ମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିଛନ୍ତି। କିନ୍ନରଙ୍କ ଏହି ଧାରଣାକୁ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଓ ନବ ନିର୍ମାଣ କୃଷକ ସଙ୍ଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ସମର୍ଥନ ଜଣାଇଛନ୍ତି।

କିନ୍ନରଙ୍କ ପାଇଁ ‘ଟ୍ରାନ୍ସଜେଣ୍ଡର ୱେଲ୍‌ଫେୟାର ବୋର୍ଡ’ ଗଠନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଦୁଃଖର ବିଷୟ ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ‘ଟ୍ରାନ୍ସଜେଣ୍ଡର ୱେଲ୍‌ଫେୟାର ବୋର୍ଡ’ ଗଠନ ହୋଇପାରି ନାହିଁ। ଯାହାଫଳରେ କିନ୍ନରମାନେ ନାନା ହଇରାଣରେ ପଡ଼ୁଛନ୍ତି ଏବଂ ନିଜର ଅଧିକାର ପାଇବାରୁ ବଞ୍ଚିତ ହେଉଛନ୍ତି ବୋଲି କିନ୍ନରମାନଙ୍କ ପକ୍ଷରୁ କୁହାଯାଇଛି।

ଟ୍ରାନ୍ସଜେଣ୍ଡର ୱେଲ୍‌ଫେୟାର ବୋର୍ଡ ଗଠନ ଓ ଶିକ୍ଷା, ସ୍ୱାସ୍ଥ୍ୟ, ଚାକିରି କ୍ଷେତ୍ରରେ ୫ ପ୍ରତିଶତ ସଂରକ୍ଷଣ ଦାବିରେ ଆଜି ଶତାଧିକ କିନ୍ନର ରାଜ୍ୟର ବରିଷ୍ଠମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଧାରଣାରେ ବସିଥିଲେ। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଧାରଣା ଚାଲିବ ବୋଲି କିନ୍ନର ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story