ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋରନା ପାଇଁ ରାଜ୍ୟ ସରକାର ପୂରା ୩୦ଟି ଜିଲ୍ଲାକୁ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ଆଜି ମଧ୍ୟରାତିରୁ ମାର୍ଚ୍ଚ ୨୯ ଯାଏ ସମସ୍ତ ଜିଲ୍ଲାରେ ଏହି ଲକ୍ ଡାଉନ୍ ରହିବ। ତେବେ କରୋନା କଟକଣା ନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କଡ଼ା ଚେତାବନୀ ଦେଇଛନ୍ତି।
ସେ କହିଛନ୍ତି, “କରୋନା କଟକଣା ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କୌଣସି ବାହାନା କରି ଘରୁ ଗାଡ଼ି କାଢ଼ିଲେ ବରଦାସ୍ତ କରାଯିବନି। ସ୍ୱତନ୍ତ୍ର ଆଇନ ବଳରେ ଆବଶ୍ୟକ ହେଲେ ଗାଡି ସିଜ୍ କରାଯିବ। ସଚେତନ ଦ୍ୱାରା ହିଁ କରୋନା ରୋକି ଯାଇପାରିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...