'ଜଙ୍ଗଲ ଜମିରୁ ଉଚ୍ଛେଦ ପାଇଁ ସୁପ୍ରିମକୋର୍ଟଙ୍କ ରାୟକୁ ରଦ୍ଦ କର'

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଦିବାସୀ ଓ ପାରମ୍ପରିକ ଜଙ୍ଗଲବାସୀମାନଙ୍କୁ ଜଙ୍ଗଲ ଜମିରୁ ଉଚ୍ଛେଦ ପାଇଁ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାକୁ ସମ୍ପୂର୍ଣ୍ଣ ରଦ୍ଦ କରିବାକୁ ବିଭିନ୍ନ ଆଦିବାସୀ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି। ଆଦିବାସୀଙ୍କୁ ଜଙ୍ଗଲ ଜମିରୁ ଉଚ୍ଛେଦ ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ବିରୋଧରେ ଆଜି ଶତାଧିକ ଆଦିବାସୀ ଚନ୍ଦକାଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ରାଜଭବନ ପର୍ଯ୍ୟନ୍ତ ଯାଇଥିଲେ। ପରେ ବରିଷ୍ଠ ସିପିଏମ ନେତା ଜନାର୍ଦ୍ଦନ ପତିଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ରାଜ୍ୟପାଳ ପ୍ରଫେସର […]

tribal-outfits-stage-protest-against-apex-courts-order-to-evacuate-forest-land

Manoranjan Sial
  • Published: Thursday, 07 March 2019
  • Updated: 07 March 2019, 08:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଦିବାସୀ ଓ ପାରମ୍ପରିକ ଜଙ୍ଗଲବାସୀମାନଙ୍କୁ ଜଙ୍ଗଲ ଜମିରୁ ଉଚ୍ଛେଦ ପାଇଁ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାକୁ ସମ୍ପୂର୍ଣ୍ଣ ରଦ୍ଦ କରିବାକୁ ବିଭିନ୍ନ ଆଦିବାସୀ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି। ଆଦିବାସୀଙ୍କୁ ଜଙ୍ଗଲ ଜମିରୁ ଉଚ୍ଛେଦ ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ବିରୋଧରେ ଆଜି ଶତାଧିକ ଆଦିବାସୀ ଚନ୍ଦକାଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ରାଜଭବନ ପର୍ଯ୍ୟନ୍ତ ଯାଇଥିଲେ। ପରେ ବରିଷ୍ଠ ସିପିଏମ ନେତା ଜନାର୍ଦ୍ଦନ ପତିଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲାଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ।

ଏଥିରେ ସିପିଏମ୍‌, ଓଡ଼ିଶା ଆଦିବାସୀ ଅଧିକାର ମଞ୍ଚ, ଓଡ଼ିଶା ଦଳିତ ଶୋଷଣ ମୁକ୍ତି ମଞ୍ଚ, ଓଡ଼ିଶା କୃଷକ ସଭା ଓ ଓଡ଼ିଶା କ୍ଷେତ ମଜଦୂର ୟୁନିୟନର କର୍ମକର୍ତ୍ତାମାନେ ସାମିଲ୍‌ ହୋଇଥିଲେ।

ସିପିଏମ ନେତା ଜନାର୍ଦ୍ଦନ ପତି, କୃଷକ ନେତା ଜଗନ୍ନାଥ ମିଶ୍ର, ସୁରେଶ ପାଣିଗ୍ରାହୀ, ଆଦିବାସୀ ନେତା ସାଲ ମାର୍ଣ୍ଡି, ଚାଂବୁରୁ ସୋରେନ, ଜାଂଡୁକା ପୂର୍ତ୍ତି, ଦଳିତ ନେତା ସୁକାନ୍ତ ସେଠୀ, ଜୟ ପ୍ରକାଶ ଭଞ୍ଜଦେଓ ପ୍ରମୁଖ ଆଦିବାସୀଙ୍କ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story