ସୁନ୍ଦରଗଡ଼ (ଓଡ଼ିଶା ରିପୋର୍ଟର): ରାଉରକେଲା ଓ ବଣାଇକୁ ସ୍ୱତନ୍ତ୍ର ଜିଲ୍ଲା ଘୋଷଣା ଦାବିକୁ ବିରୋଧ କରିଛନ୍ତି ବିଭିନ୍ନ ସଂଗଠନ। ଏହାକୁ ନେଇରାଉରକେଲାରେ ସୁନ୍ଦରଗଡ଼ ମୂଳ ଆଦିବାସୀ ବଞ୍ଚାଅ ମଞ୍ଚ ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇଛି।
ଶତାଧିକ ଆଦିବାସୀ ମହିଳା ଓ ପୁରୁଷ ଅସ୍ତ୍ରଶସ୍ତ୍ର ଧରି ବିଶ୍ରା ଛକରୁ ବିରାଟ ଶୋଭାଯାତ୍ରାରେ ବାହାରି ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସ୍ ନିକଟରେ ପହଞ୍ଚଥିଲେ।ଏହାପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ। ସୁନ୍ଦରଗଡ଼ ଜିଲ୍ଲା ଏକ ଅନୁସୂଚିତ ଅଞ୍ଚଳ ହୋଇଥିବାରୁ ରାଉରକେଲା ଓ ବଣାଇକୁ ସ୍ୱତନ୍ତ୍ର ଜିଲ୍ଲା କରିବା ଆଇନ୍ ବିରୋଧୀ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି।
https://youtu.be/nm3lDAYzL28
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।