ବାଡ଼ ଭାଙ୍ଗି ପୋଲ ତଳକୁ ଖସିଲା ଟ୍ରକ୍‌

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ତୁଷୁରା ନିକଟରେ ଗତକାଲି ରାତିରେ ତେଲ ନଦୀ ପୋଲ ଉପରୁ ଏକ ଟ୍ରକ୍ ତଳକୁ ଖସି ପଡିଛି । ଗାଡ଼ିରେ ଥିବା ଡ୍ରାଇଭର ଓ ହେଲପର୍‌ଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହଁ । ସେମାନେ ଟ୍ରକ୍ ଭିତରେ ଅଛନ୍ତି ନା ସୁରକ୍ଷିତ ଭାବେ ବାହାରି ପଳାଇଛନ୍ତି, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ପାରିପାର୍ଶ୍ୱିକ ସ୍ଥିତିରୁ ଭାରସାମ୍ୟ ହରାଇ ଟ୍ରକ୍‌ଟି ପୋଲ ବାଡ଼ ଭାଙ୍ଗି ବିଳମ୍ବିତ ରାତିରେ ତଳକୁ ଖସି […]

truck

truck

Niharika Rout
  • Published: Monday, 07 October 2019
  • Updated: 07 October 2019, 10:21 AM IST

Sports

Latest News

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ତୁଷୁରା ନିକଟରେ ଗତକାଲି ରାତିରେ ତେଲ ନଦୀ ପୋଲ ଉପରୁ ଏକ ଟ୍ରକ୍ ତଳକୁ ଖସି ପଡିଛି । ଗାଡ଼ିରେ ଥିବା ଡ୍ରାଇଭର ଓ ହେଲପର୍‌ଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହଁ । ସେମାନେ ଟ୍ରକ୍ ଭିତରେ ଅଛନ୍ତି ନା ସୁରକ୍ଷିତ ଭାବେ ବାହାରି ପଳାଇଛନ୍ତି, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ।

ପାରିପାର୍ଶ୍ୱିକ ସ୍ଥିତିରୁ ଭାରସାମ୍ୟ ହରାଇ ଟ୍ରକ୍‌ଟି ପୋଲ ବାଡ଼ ଭାଙ୍ଗି ବିଳମ୍ବିତ ରାତିରେ ତଳକୁ ଖସି ପଡ଼ିଥିବା ଅନୁମାନ କରାଯାଉଛି। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଓ  ଅଗ୍ନିଶନ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

ଏହି ବ୍ରିଜ୍‌ କଳାହାଣ୍ଡି ଓ ବଲାଙ୍ଗିର ମଧ୍ୟରେ ଯୋଗାଯୋଗର ମୁଖ୍ୟ ମାଧ୍ୟମ। ତେଣୁ ଟ୍ରକ୍‌ଟି କେଉଁଠୁ ବାହାରି କେଉଁ ଗନ୍ତବ୍ୟ ସ୍ଥଳକୁ ଯାଉଥିଲା, ତାହା ସ୍ପଷ୍ଟ ହୋଇପାରିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story