ବାଇକ୍‌ ଉପରେ ମାଡ଼ିଗଲା ଟ୍ରକ୍‌

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଦାଦାର ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ଆହତ ହୋଇଛି। ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ ଶିକ୍ଷକ ଅନନ୍ତ ପ୍ରସାଦ ନାୟକ। ପୁତୁରା ଜ୍ୟୋତି ନାୟକଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନେ ଲଷ୍ମୀନାରାୟଣ ମନ୍ଦିର ନିକଟରେ ଭଡ଼ାରେ ରହୁଥିଲେ। ଆଜି ସକାଳେ ଦାଦାପୁତୁରା […]

road99

road99

Tapaswini Nayak
  • Published: Monday, 30 December 2019
  • Updated: 30 December 2019, 02:39 PM IST

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ ଟ୍ରକ୍‌ ମାଡ଼ିଯିବାରୁ ଦାଦାର ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ଆହତ ହୋଇଛି। ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ ଶିକ୍ଷକ ଅନନ୍ତ ପ୍ରସାଦ ନାୟକ। ପୁତୁରା ଜ୍ୟୋତି ନାୟକଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନେ ଲଷ୍ମୀନାରାୟଣ ମନ୍ଦିର ନିକଟରେ ଭଡ଼ାରେ ରହୁଥିଲେ।

ଆଜି ସକାଳେ ଦାଦାପୁତୁରା ଏକ ବାଇକ୍‌ ଯୋଗେ ବାସୁଦେବପୁର ଯାଉଥିଲେ। ଏହି ସମୟରେ ଚରମ୍ପା ମହିନ୍ଦ୍ରା ସୋରୁମ ସମ୍ମୁଖରେ ଦୁହିଁଙ୍କ ଉପରେ ଏକ ଟ୍ରକ୍ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଅନନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଜ୍ୟୋତିଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି।
ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଅଟକ ରଖି ପୁଲିସ୍‌ ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story