‘ତିରୁପତି’ ବସ୍‌କୁ ପିଟିଲା ଟ୍ରକ୍‌

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ସଦର ଥାନା ଖଜୁରୀପଡ଼ା ନିକଟରେ ୫୭ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍‌ ଓ ଟ୍ରକ୍ ମଧ୍ୟରେ‌ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଅଛି। ସୂଚନା ଅନୁଯାୟୀ, ‘ତିରୁପତି’ ନାମକ ଏହି ଘରୋଇ ବସ୍‌ ଗତକାଲି ଭୁବନେଶ୍ୱରରୁ ଭବାନୀପାଟଣା ଯାଉଥିଲା।  ଗତକାଲି ରାତି ପ୍ରାୟ ୩ଟାରେ ବସ୍‌ଟି […]

Accident

Accident

Niharika Rout
  • Published: Friday, 26 March 2021
  • Updated: 26 March 2021, 12:26 PM IST

Sports

Latest News

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ସଦର ଥାନା ଖଜୁରୀପଡ଼ା ନିକଟରେ ୫୭ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍‌ ଓ ଟ୍ରକ୍ ମଧ୍ୟରେ‌ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଅଛି।

ସୂଚନା ଅନୁଯାୟୀ, ‘ତିରୁପତି’ ନାମକ ଏହି ଘରୋଇ ବସ୍‌ ଗତକାଲି ଭୁବନେଶ୍ୱରରୁ ଭବାନୀପାଟଣା ଯାଉଥିଲା।  ଗତକାଲି ରାତି ପ୍ରାୟ ୩ଟାରେ ବସ୍‌ଟି  ୫୭ ନମ୍ବର ଜାତୀୟ ରାଜପଥରେ ଖଜୁରୀପଡ଼ା ଅତିକ୍ରମ କରୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା।

ଖବର ପାଇ ପୁଲିସ୍‌ ପହଞ୍ଚି ଆହତମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛି।

ସୂଚନାଯୋଗ୍ୟ, ବଲାଙ୍ଗିର-ସୋନପୁର ରାସ୍ତାର ବଡ଼ଝିଙ୍କି ନିକଟରେ ମଧ୍ୟ ଆଜି ଭୋରରେ ଏକ ଦୁର୍ଘଟଣା ଘଟିଛି। ଏକ ବୋଲେରୋ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story