ଟ୍ରକ୍‌ ପଛରେ ପିଟିହେଲା କାର୍‌

ନିଆଳି (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ନିଆଳି- ଫୁଲନଖରା ରାସ୍ତାର ମଝିଖଣ୍ଡ ଛକଠାରେ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ ଏକ କାର୍ ପିଟି ହେବାରୁ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।  ଦୁର୍ଘଟଣାରେ କାର୍‌ଟି ଭାଙ୍ଗିରୁଜି ଯାଇଥିବା ବେଳେ  ଟ୍ରକ୍‌ ସହ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।  ପୁଲିସ୍ ଘଟଣାର ତଦନ୍ତ କରୁଛି।

road000

road000

Tapaswini Nayak
  • Published: Wednesday, 01 January 2020
  • Updated: 01 January 2020, 11:14 AM IST

ନିଆଳି (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ନିଆଳି- ଫୁଲନଖରା ରାସ୍ତାର ମଝିଖଣ୍ଡ ଛକଠାରେ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ ଏକ କାର୍ ପିଟି ହେବାରୁ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।  ଦୁର୍ଘଟଣାରେ କାର୍‌ଟି ଭାଙ୍ଗିରୁଜି ଯାଇଥିବା ବେଳେ  ଟ୍ରକ୍‌ ସହ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।  ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story