ମଞ୍ଚେଶ୍ୱରରେ ଜଳିଗଲା ଟ୍ରକ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ଏକ ଟ୍ରକ୍‌ ଜଳିଗଲା। ମାତ୍ର ଏଥିରେ କେହି ମୃତାହତ ହୋଇନାହାନ୍ତି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ।  

truck

Manoranjan Sial
  • Published: Friday, 23 October 2020
  • , Updated: 23 October 2020, 03:31 PM IST

Related story