ଟ୍ରକ୍‌ ଧକ୍କାରେ ବାପା ମୃତ, ପୁଅ ଗୁରୁତର

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ହାତିଶିଳା ଛକରେ ଏକ ବାଇକ୍‌କୁ ପଛପଟୁ ଏକ ଟ୍ରକ ଧକ୍କା ଦେବା ଫଳରେ ଉପେନ୍ଦ୍ର ଭୂଁୟା ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଉପେନ୍ଦ୍ରଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମୃତ ଉପେନ୍ଦ୍ରଙ୍କ ଘର ହାତିଶିଳାରେ। ଉପେନ୍ଦ୍ର ପୁଅକୁ ବାଇକ୍‌ରେ ବସାଇ ବଜାରରୁ ଘରକୁ ଫେରୁଥିବା ବେଳେ ପଛପଟୁ ଟ୍ରକଟି […]

anandapur

anandapur

Rakesh Mallick
  • Published: Monday, 27 February 2017
  • Updated: 27 February 2017, 03:48 PM IST

Sports

Latest News

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ହାତିଶିଳା ଛକରେ ଏକ ବାଇକ୍‌କୁ ପଛପଟୁ ଏକ ଟ୍ରକ ଧକ୍କା ଦେବା ଫଳରେ ଉପେନ୍ଦ୍ର ଭୂଁୟା ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଉପେନ୍ଦ୍ରଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମୃତ ଉପେନ୍ଦ୍ରଙ୍କ ଘର ହାତିଶିଳାରେ।

ଉପେନ୍ଦ୍ର ପୁଅକୁ ବାଇକ୍‌ରେ ବସାଇ ବଜାରରୁ ଘରକୁ ଫେରୁଥିବା ବେଳେ ପଛପଟୁ ଟ୍ରକଟି ଧକ୍କା ଦେଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story