ଟ୍ରକ ଡ୍ରାଇଭରଙ୍କୁ ହତ୍ୟା ଅଭିଯୋଗ

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଶରଧାପାଲି ଢାବା ଠାରେ ଜଣେ ଟ୍ରକ ଡ୍ରାଇଭରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଯଦୁମଣି ଭୋଇ। ତାଙ୍କ ଘର ଜାମଛାପର ଗାଁରେ। ସେ ସୋନପୁରର ଏକ ରାଇସମିଲରେ ଡ୍ରାଇଭର ଭାବେ କାମ କରୁଥିଲେ। ଗତକାଲି ସେ ଶରଧାପାଲିଠାରେ ଥିବା ଢାବାରେ ଟ୍ରକ୍‌ ରଖି ଖାଉଥିବା ବେଳେ ଜଣେ ଦୁର୍ବୃତ୍ତ ତାଙ୍କ ମୁଣ୍ଡକୁ ଆକ୍ରମଣ କରି ଫେରାର୍ ହୋଇ ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ସୋନପୁର ଡାକ୍ତରଖାନାରେ […]

murder

murder

Jyoshna Pradhan
  • Published: Friday, 23 August 2019
  • Updated: 23 August 2019, 02:56 PM IST

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଶରଧାପାଲି ଢାବା ଠାରେ ଜଣେ ଟ୍ରକ ଡ୍ରାଇଭରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଯଦୁମଣି ଭୋଇ। ତାଙ୍କ ଘର ଜାମଛାପର ଗାଁରେ। ସେ ସୋନପୁରର ଏକ ରାଇସମିଲରେ ଡ୍ରାଇଭର ଭାବେ କାମ କରୁଥିଲେ।

ଗତକାଲି ସେ ଶରଧାପାଲିଠାରେ ଥିବା ଢାବାରେ ଟ୍ରକ୍‌ ରଖି ଖାଉଥିବା ବେଳେ ଜଣେ ଦୁର୍ବୃତ୍ତ ତାଙ୍କ ମୁଣ୍ଡକୁ ଆକ୍ରମଣ କରି ଫେରାର୍ ହୋଇ ଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯଦୁମଣିଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ରକ୍ତସ୍ରାବ ହୋଇ ତାଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।

ଢାବା କର୍ମଚାରୀ ହିଁ ଯଦୁନାଥଙ୍କୁ ହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ସୋନପୁର ଥାନାରେ ଏକ ମାମଲା ଦାୟର ହୋଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story