ଜୟପୁର (ଟି.ଗୌରୀଶଙ୍କର): ରଙ୍ଗ ବୋଝେଇ ଟ୍ରକ୍ ଓଲଟି ଜଣେ ମୃତ ଓ ଦୁଇ ଗୁରୁତର। ଘଟଣାଟି ଘଟିଛି କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ମନ୍ତ୍ରୀଆମ୍ବରେ। ମୃତ ବ୍ୟକ୍ତି ହେଉଛନ୍ତି ଟ୍ରକ୍ର ହେଲ୍ପର।
ଡ୍ରାଇଭର୍ ଓ ଟ୍ରକ୍ରେ ବସିଥିବା ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ଅଛନ୍ତି। ଡ୍ରାଇଭରଙ୍କୁ କୋରାପୁଟ୍ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଆହତ ବ୍ୟକ୍ତିଙ୍କୁ ବୈପାରୀଗୁଡ଼ା ଡାକ୍ତରଖାନାରେ ରଖାଯାଇଛି।
ଖବର ଲେଖାଯିବା ସୁଦ୍ଧା ସେମାନଙ୍କ ପରିଚୟ ମିଳି ନଥିଲା।
ଟ୍ରକ୍ଟି ମାଲକାନଗିରି ଅଭିମୁଖେ ଯାଉଥିଲା।
ଦୁର୍ଘଟଣା ପରେ ବିଏସ୍ଏଫ୍ର ୧୩ ବାଟାଲିୟନ ଯବାନମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ବୈପାରୀଗୁଡ଼ା ପୁଲିସ୍ ଘଟଣାର ତଦନ୍ତ କରୁଛି। ଟ୍ରକ୍ଟି କାହିଁକି ଓଲଟିଲା ଜଣାପଡ଼ିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।