ବାଇକ୍‌ ସହ ମୁହାଁମୁହିଁ ଧକ୍କା ପରେ ୭୦ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ୍‌

ବାରିପଦା (ମାଣିକ ଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରର ଦୁଆରଶୁଣି ଘାଟିରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ୍‌ ସହ ମୁହାଁମୁହିଁ ଧକ୍କା ପରେ ଏକ ପିଆଜ ବୋଝେଇ ଟ୍ରକ୍‌ ଘାଟିରୁ ୭୦ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ବାଇକ ଆରୋହୀ ବିଶି ମହାକୁଡ଼। ଆହତ ସନ୍ଧ୍ୟାରାଣୀ ଗିରି ଓ ଟ୍ରକ୍ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ […]

ggg

ggg

Tapaswini Nayak
  • Published: Tuesday, 19 May 2020
  • Updated: 19 May 2020, 02:37 PM IST

Sports

Latest News

ବାରିପଦା (ମାଣିକ ଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥରର ଦୁଆରଶୁଣି ଘାଟିରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ୍‌ ସହ ମୁହାଁମୁହିଁ ଧକ୍କା ପରେ ଏକ ପିଆଜ ବୋଝେଇ ଟ୍ରକ୍‌ ଘାଟିରୁ ୭୦ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି।

ମୃତକ ହେଲେ ବାଇକ ଆରୋହୀ ବିଶି ମହାକୁଡ଼। ଆହତ ସନ୍ଧ୍ୟାରାଣୀ ଗିରି ଓ ଟ୍ରକ୍ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଟ୍ରକ୍‌ ଡ୍ରାଇଭରଙ୍କ ଘର ମହାରାଷ୍ଟ୍ରର ହୋଇଥିବା ବେଳେ ଦୁଇ ବାଇକ୍‌ ଆରୋହୀଙ୍କ ଘର ବିଶୋଇ ଅଞ୍ଚଳରେ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ଆଜି ଦିନ ପ୍ରାୟ ୧୦ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ପିଆଜ ବୋଝେଇ ଟ୍ରକଟି ନାସିକରୁ ପଶ୍ଚିମବଙ୍ଗ ଯାଉଥିଲା। ସନ୍ଧ୍ୟାରାଣୀ ଓ ତାଙ୍କ ପୁତୁରା ବିଶି ବାଇକ୍‌ ଯୋଗେ ବିପରୀତ ଦିଗରୁ ଆସୁଥିଲେ। ଦୁଆରଶୁଣି ଘାଟିରେ ବାଇକ୍‌ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଏହା ପରେ ଟ୍ରକଟି ଘାଟିର ୭୦ ଫୁଟ ତଳକୁ ଖସିପଡ଼ିଥିଲା। ସ୍ଥାନୀୟ ଲୋକେ ଓ ଦମକଳ ବାହିନୀ ଗୁରୁତର ଅବସ୍ଥାରେ ତିନିଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ବିଶିଙ୍କୁ ଡାକ୍ତର ମୃତଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story