ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍

ସୋନପୁର (ରବୀନ୍ଦ୍ର ହୋତା): ସୋନପୁର-ସମ୍ୱଲପୁର ରାସ୍ତାର ସିଣ୍ଡୋଲ ସାଲେସିଂ ନିକଟରେ ଆଜି ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ଗାଡ଼ିର ଡ୍ରାଇଭର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଉଲୁଣ୍ଡା ସ୍ୱସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ସିମେଣ୍ଟ ବୋଝେଇ ଟ୍ରକ୍‌ଟି ସମ୍ୱଲପୁରରୁ ବୀରମହାରାଜପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ସିଣ୍ଡୋଲ ସାଲେସିଂ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ […]

jjjjjjjjjjjjj

jjjjjjjjjjjjj

Tapaswini Nayak
  • Published: Monday, 10 August 2020
  • Updated: 10 August 2020, 01:13 PM IST

Sports

Latest News

ସୋନପୁର (ରବୀନ୍ଦ୍ର ହୋତା): ସୋନପୁର-ସମ୍ୱଲପୁର ରାସ୍ତାର ସିଣ୍ଡୋଲ ସାଲେସିଂ ନିକଟରେ ଆଜି ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ଗାଡ଼ିର ଡ୍ରାଇଭର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଉଲୁଣ୍ଡା ସ୍ୱସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ସିମେଣ୍ଟ ବୋଝେଇ ଟ୍ରକ୍‌ଟି ସମ୍ୱଲପୁରରୁ ବୀରମହାରାଜପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ସିଣ୍ଡୋଲ ସାଲେସିଂ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଦୁର୍ଘଟଣାଗ୍ରସ୍ତ ସିମେଣ୍ଟ ବୋଝେଇ ଟ୍ରକ୍‌ରେ ୫୦୦ ବସ୍ତା ସିମେଣ୍ଟ ଥିବା ଜଣାପଡ଼ିଛି। ପୁଲିସ୍ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story