ଘାଟିରୁ ଓଲଟି ପଡ଼ିଲା ଟ୍ରକ୍

ଜୟପୁର(ଟି. ଗୋରୀ ଶଙ୍କର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ପେଟାଘାଟି ନିକଟରେ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଭାରସାମ୍ୟ ହରାଇ ଘାଟିରୁ ଓଲଟି ପଡ଼ିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଟ୍ରକ୍ ଡ୍ରାଇଭର ବୋଲି ଜଣାପଡ଼ିଛି। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ପୁଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ।

dead

dead

Jitendra Garnayak
  • Published: Friday, 01 March 2019
  • Updated: 01 March 2019, 12:57 PM IST

Sports

Latest News

ଜୟପୁର(ଟି. ଗୋରୀ ଶଙ୍କର): କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ପେଟାଘାଟି ନିକଟରେ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଭାରସାମ୍ୟ ହରାଇ ଘାଟିରୁ ଓଲଟି ପଡ଼ିଛି।

ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଟ୍ରକ୍ ଡ୍ରାଇଭର ବୋଲି ଜଣାପଡ଼ିଛି। ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ପୁଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story