ଟ୍ରେଲର ଓ ଟ୍ରକ୍ ମୁହାଁମୁହିଁ ଧକ୍କା

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥର ମନମୁଣ୍ଡା ନିକଟରେ ଏକ ଟ୍ରେଲର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଜଣେ ଆହତଙ୍କ ଦୁଇ ଗୋଡ଼ କଟିଯାଇଛି। ଆଜି ଭୋର ପ୍ରାୟ ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମନମୁଣ୍ଡା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି […]

accident

accident

Tapaswini Nayak
  • Published: Friday, 12 July 2019
  • Updated: 12 July 2019, 08:35 AM IST

Sports

Latest News

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥର ମନମୁଣ୍ଡା ନିକଟରେ ଏକ ଟ୍ରେଲର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୃତକଙ୍କ ପରିଚୟ ମିଳିପାରି ନାହିଁ। ଜଣେ ଆହତଙ୍କ ଦୁଇ ଗୋଡ଼ କଟିଯାଇଛି।

ଆଜି ଭୋର ପ୍ରାୟ ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମନମୁଣ୍ଡା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story