ସୂର୍ଯ୍ୟ ପରାଗ ପାଇଁ ମିଳିଲା ସରକାରୀ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୫ ତାରିଖ ମଙ୍ଗଳବାର ସୂର୍ଯ୍ୟ ପରାଗ ପଡୁଛି। ସେଥିପାଇଁ ସେହି ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଉକ୍ତ ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ, କଲେଜ, ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ ଓ ଅନ୍ୟ ବ୍ୟାଙ୍କିଙ୍ଗ ଅନୁଷ୍ଠାନ ବନ୍ଦ ରହିବ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ଆଜି ଚତୁର୍ଥ ଶନିବାର ହୋଇଥିବାରୁ ସରକାରୀ ଛୁଟି ରହିଛି। ଆସନ୍ତାକାଲି ରବିବାର […]

office

office

Manoranjan Sial
  • Published: Saturday, 22 October 2022
  • Updated: 22 October 2022, 05:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୫ ତାରିଖ ମଙ୍ଗଳବାର ସୂର୍ଯ୍ୟ ପରାଗ ପଡୁଛି। ସେଥିପାଇଁ ସେହି ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଉକ୍ତ ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ, କଲେଜ, ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ ଓ ଅନ୍ୟ ବ୍ୟାଙ୍କିଙ୍ଗ ଅନୁଷ୍ଠାନ ବନ୍ଦ ରହିବ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଆଜି ଚତୁର୍ଥ ଶନିବାର ହୋଇଥିବାରୁ ସରକାରୀ ଛୁଟି ରହିଛି। ଆସନ୍ତାକାଲି ରବିବାର ଓ ସୋମବାର ଦୀପାବଳି ପଡୁଛି। ତେଣୁ ଦୁଇ ଦିନ ସରକାରୀ ଛୁଟି ରହିଛି। ମଙ୍ଗଳବାର ସୂର୍ଯ୍ୟ ପରାଗ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ଅର୍ଥାତ ସରକାରୀ କର୍ମଚାରୀମାନେ ଲଗାତାର ୪ ଦିନ ଛୁଟି ପାଇଛନ୍ତି।

https://twitter.com/IPR_Odisha/status/1583751147109908480?s=20&t=cUPUUJ3spmbRo2hECllt-g

ଆସନ୍ତା ସୋମବାର ପବିତ୍ର ଦୀପାବଳି ଅମାବାସ୍ୟା। ସେହିଦିନ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟାଶ୍ରାଦ୍ଧ, କାଉଁରିଆ କାଠି ପ୍ରଜ୍ଜ୍ୱଳନ, କାଳୀ ପୂଜା ଓ ଦୀପଦାନ ଆଦି କରାଯିବ। ଏହାର ପରଦିନ ଅର୍ଥାତ ମଙ୍ଗଳବାର କେତୁଗ୍ରସ୍ତ ଖଣ୍ଡଗ୍ରାସ ସୂର୍ଯ୍ୟ ପରାଗ ପଡ଼ୁଛି। ସୂର୍ଯ୍ୟ ପରାଗ ସ୍ପର୍ଶର ୧୨ଘଣ୍ଟା ପୂର୍ବରୁ ପାକତ୍ୟାଗ ନୀତି ରହିଛି। ତେଣୁ ଅକ୍ଟୋବର ୨୪ ତାରିଖ ସୋମବାର ରାତି ୪ଟା ୫୭ରୁ ପାକତ୍ୟାଗ ଓ ଦେବ ନୀତି ନିଷେଧ କରାଯାଇଛି। ଗ୍ରହଣ ସ୍ପର୍ଶ ଦିନ ୪ଟା ୫୬ ମିନିଟ ୫୨ ସେକେଣ୍ଡ ଓ ଗ୍ରହଣ ସର୍ବମୋକ୍ଷ ସନ୍ଧ୍ୟା ୬ଟା ୨୬ ମିନିଟ୍ ୫୨ ସେକେଣ୍ଡରେ ହେବ।

ଶ୍ରୀମନ୍ଦିରରେ ମଙ୍ଗଳବାର ସୂର୍ଯ୍ୟ ପରାଗ ଦିନ ରାତି ୧୨.୧୦ ମିନିଟ୍‌ରେ ଦ୍ୱାରଫିଟା ନୀତି ହେବ। ରାତି ସାଢ଼େ ୨ଟାରୁ ସାଢ଼ ୩ଟା ଭିତରେ ସକାଳଧୂପ, ୪ଟାରେ ବାଳଧୂପ, ୪ଟା ୫୫ରେ ଭୋଗମଣ୍ଡପ ଶେଷ ହୋଇ ନୀତି ବନ୍ଦ ରହିବ। ଭୋଗ ମଣ୍ଡପ ସରିବା ପରେ ରାଧା ଦାମୋଦର ବେଶ ମଇଲମ ହୋଇ ଅପରାହ୍ନ ୪ଟା ୫୬ରେ ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ ହେବ। ଗ୍ରହଣ ଭୋଗ ନୀତି ବଢିବା ପରେ ଅନ୍ୟାନ୍ୟ ନୀତି ବଢିବ। ଛତିଶାନିଯୋଗରେ ଏହି ସମସ୍ତ ନୀତି ର୍ନିଘଣ୍ଟ କରାଯାଇଛି। ମୋଟ ୧୬ ମିନିଟ ୨୬ ସେକେଣ୍ଡ ପୁରୀକୁ ସୂର୍ଯ୍ୟ ପରାଗ ଦୃଶ୍ୟମାନ ହେବ।

ତେଣେ ଚଳିତବର୍ଷ କାଉଁରିଆ ଜଳାଇବା ଉପରେ କୌଣସି କଟକଣା ନାହିଁ। ଶ୍ରୀମନ୍ଦିର ସମ୍ମୁଖ ମଙ୍ଗୁମଠ ଓ ମାଆ କାକୁଡ଼ିଖାଇ ମନ୍ଦିର ନିକଟରେ କାଉଁରିଆ ଜଳାଯିବ। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଉତ୍ତର ଦ୍ୱାର ନିକଟରେ ଶ୍ରାଦ୍ଧ କରିପାରିବେ। ଦୁଇଟି ସ୍ଥାନରେ କାଉଁରିଆ ଜାଳିପାରିବେ ଶ୍ରଦ୍ଧାଳୁ। ଅଗ୍ନିଶମ କର୍ମଚାରୀ ଓ ସଫେଇ କର୍ମଚାରୀ ନିୟୋଜିତ ହେବା ସହିତ ଗାଡ଼ି ରଖିବା ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story