ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଘଟଣାରେ ଆଜି ମାଦାଗୁଡା ଜଙ୍ଗଲରୁ ୨ଟି ମୃତ ଦେହ ଉଦ୍ଧାର କରାଯାଇଛି। ଏହା ସହିତ ୩ଟି ବନ୍ଧୁକ, ଗୁଳି, ମାଓସାମଗ୍ରୀ ଜବତ ହୋଇଥିବା କନ୍ଧମାଳ ଏସପି କୁୱର ବିଶାଲ୍ ସିଂହ କହିଛନ୍ତି। ଏବେ ବି କମ୍ୱିଂ ଅପରେସନ ଜାରି ରହିଛି ବୋଲି ସେ ସୂଚନା ଦେଇଛନ୍ତି।
ଗତକାଲି ତୁମୁଡ଼ିବନ୍ଧ ମାଦାଗୁଡ଼ା ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଜଙ୍ଗଲରେ ସିଆରପିଏଫ୍ ଓ ଏସ୍ଓଜି ପକ୍ଷରୁ ମିଳିତ କମ୍ୱିଂ ଅପରେସନ ଚାଲିଥିଲା। ଏହି ସମୟରେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ସୁରକ୍ଷା ବାହିନୀ। ଗତ ଶୁକ୍ରବାର ଦିନ ମଧ୍ୟ କନ୍ଧମାଳ-କଳାହାଣ୍ଡି ଜିଲ୍ଲା ସୀମାନ୍ତରେ ପୋଲିସ୍-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।