ବଲାଙ୍ଗିରରେ ଟିଭି ସାମ୍ବାଦିକଙ୍କୁ କରୋନା

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲାରେ ନୂଆ  ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଟିଭି ସାମ୍ବାଦିକ ଥିବା ଜଣାଯାଇଛି। ସାମ୍ବାଦିକଙ୍କୁ କରୋନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜଣାପଡ଼ିବା ପରେ ସମ୍ପୃକ୍ତ ସାମ୍ବାଦିକଙ୍କୁ ମେଡିକାଲ ପଠାଇ ଦିଆଯାଇଥିବା ବେଳେ ତାଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହି ଖବର ଜଣାପଡ଼ିବା ପରେ ଜିଲ୍ଲାର ଅନ୍ୟ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରେ ଛନକା ପଶି ଯାଇଛି। ବଲାଙ୍ଗିର ଜିଲ୍ଲାରେ ୨୮୨ କରୋନା […]

corona-3.3

corona-3.3

Niharika Rout
  • Published: Saturday, 18 July 2020
  • Updated: 18 July 2020, 01:43 PM IST

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲାରେ ନୂଆ  ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଟିଭି ସାମ୍ବାଦିକ ଥିବା ଜଣାଯାଇଛି। ସାମ୍ବାଦିକଙ୍କୁ କରୋନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏ ସମ୍ପର୍କରେ ଜଣାପଡ଼ିବା ପରେ ସମ୍ପୃକ୍ତ ସାମ୍ବାଦିକଙ୍କୁ ମେଡିକାଲ ପଠାଇ ଦିଆଯାଇଥିବା ବେଳେ ତାଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହି ଖବର ଜଣାପଡ଼ିବା ପରେ ଜିଲ୍ଲାର ଅନ୍ୟ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରେ ଛନକା ପଶି ଯାଇଛି।

ବଲାଙ୍ଗିର ଜିଲ୍ଲାରେ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬ ଜଣ ଚିକିତ୍ସାଧୀନ ଅଛନ୍ତି। ଅବଶିଷ୍ଟ ୨୪୬ ଜଣ ସୁସ୍ଥ ହୋଇ ସାରିଲେଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story