ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲାରେ ନୂଆ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଟିଭି ସାମ୍ବାଦିକ ଥିବା ଜଣାଯାଇଛି। ସାମ୍ବାଦିକଙ୍କୁ କରୋନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏ ସମ୍ପର୍କରେ ଜଣାପଡ଼ିବା ପରେ ସମ୍ପୃକ୍ତ ସାମ୍ବାଦିକଙ୍କୁ ମେଡିକାଲ ପଠାଇ ଦିଆଯାଇଥିବା ବେଳେ ତାଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହି ଖବର ଜଣାପଡ଼ିବା ପରେ ଜିଲ୍ଲାର ଅନ୍ୟ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରେ ଛନକା ପଶି ଯାଇଛି।
ବଲାଙ୍ଗିର ଜିଲ୍ଲାରେ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬ ଜଣ ଚିକିତ୍ସାଧୀନ ଅଛନ୍ତି। ଅବଶିଷ୍ଟ ୨୪୬ ଜଣ ସୁସ୍ଥ ହୋଇ ସାରିଲେଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।