ସୋର: ଦୁଇଟି ପୃଥକ ଦୁର୍ଘଟଣାରେ ୫ ମୃତ,୬ ଆହତ

ସୋର: ବାଲେଶ୍ୱର ଜିଲ୍ଲା ସୋର ନିକଟରେ ରବିବାର ଦୁଇଟି ପୃଥକ ପୃଥକ ସଡକ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଖନ୍ତପଡା ଥାନା ବିପିସିଏଲ୍‌ ଟାଙ୍କି ନିକଟରେ ଟ୍ରକ୍‌ ଓ ବାଇକ୍‌ ଧକ୍କାରେ ୩ ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟଛି। ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ ଏବଂ ଜଣେ ମହିଳା ଅଛନ୍ତି। ସେହିପରି ଉତ୍ତରେଶ୍ୱର ଠାରେ ଏକ କାର ଓ ବାଇକ୍‌ ମଧ୍ୟରେ ଧକ୍କା ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିବା ସହ ୩ […]

2dead-and6injured

2dead-and6injured

Rakesh Mallick
  • Published: Sunday, 20 March 2016
  • Updated: 20 March 2016, 03:38 PM IST

Sports

Latest News

ସୋର: ବାଲେଶ୍ୱର ଜିଲ୍ଲା ସୋର ନିକଟରେ ରବିବାର ଦୁଇଟି ପୃଥକ ପୃଥକ ସଡକ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଖନ୍ତପଡା ଥାନା ବିପିସିଏଲ୍‌ ଟାଙ୍କି ନିକଟରେ ଟ୍ରକ୍‌ ଓ ବାଇକ୍‌ ଧକ୍କାରେ ୩ ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟଛି। ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ ଏବଂ ଜଣେ ମହିଳା ଅଛନ୍ତି।

ସେହିପରି ଉତ୍ତରେଶ୍ୱର ଠାରେ ଏକ କାର ଓ ବାଇକ୍‌ ମଧ୍ୟରେ ଧକ୍କା ହେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିବା ସହ ୩ ଜଣ ଆହତ ହୋଇଛନ୍ତି। କାର ସହିତ ଧକ୍କା ପରେ ଦୁର୍ଘଟଣାଗ୍ରସ୍ତ ବାଇକ୍‌ଟି ଜଣେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲା। ଫଳରେ ଉଭୟ ବାଇକ୍‌ ଓ ସାଇକେଲ ଆରୋହୀଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇବା ସହ କିଛି ସମୟ ପାଇଁ ରାସ୍ତାରୋକ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story