ସୁସ୍ଥ ହେଲେ ୧୨୫୫ ଆକ୍ରାନ୍ତ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫୫ କରୋନା ଆକ୍ରାନ୍ତ। ଗଂଜାମରୁ ସର୍ବାଧିକ ୪୮୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨, ସମ୍ବଲପୁରରୁ ୧୦୭ ସୁସ୍ଥ ହୋଇଛନ୍ତି। ପୁରୀ ୭୫, ମୟୂରଭଂଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯ ସୁସ୍ଥ ହୋଇଛନ୍ତି। କନ୍ଧମାଳରୁ ୨୮ ଏବଂ ବାଲେଶ୍ୱରରୁ ୨୭ ଜଣ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ଲୋକଙ୍କ ସଂଖ୍ୟା ୨୫ ହଜାର ଟପିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି।
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୫୫ କରୋନା ଆକ୍ରାନ୍ତ। ଗଂଜାମରୁ ସର୍ବାଧିକ ୪୮୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡ଼ରୁ ୧୨୨, ସମ୍ବଲପୁରରୁ ୧୦୭ ସୁସ୍ଥ ହୋଇଛନ୍ତି। ପୁରୀ ୭୫, ମୟୂରଭଂଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯ ସୁସ୍ଥ ହୋଇଛନ୍ତି। କନ୍ଧମାଳରୁ ୨୮ ଏବଂ ବାଲେଶ୍ୱରରୁ ୨୭ ଜଣ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ଲୋକଙ୍କ ସଂଖ୍ୟା ୨୫ ହଜାର ଟପିଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି।