ଭୁବନେଶ୍ୱର: ଟ୍ୱିଟର ଆକାଉଣ୍ଟ ଖୋଲି ସୋସିଆଲ୍ ମିଡିଆରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟର ଆକାଉଣ୍ଟ ଖୋଲି ପ୍ରଥମେ ଜୟ ଜଗନ୍ନାଥ ଟ୍ୱିଟ୍ କରିଛନ୍ତି। ଟ୍ୱିଟର ଆକାଉଣ୍ଟରେ ତାଙ୍କୁ ନବୀନ ଅଣ୍ଡରସ୍କୋର ଓଡ଼ିଶାରେ ଫଲୋ କରି ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ୱିଟର ଆକାଉଣ୍ଟ ଖୋଲିବା ପରେ ନବୀନଙ୍କ ଫଲୋଅରଙ୍କ ସଂଖ୍ୟା ଧିରେ ଧିରେ ବଢ଼ିଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।
Guest Column
ଭଲ ସରକାର କିପରି?
ଜିନ୍ଦଲ୍-ପୋସ୍କୋ ଯୌଥ ଉଦ୍ୟୋଗ ପାଇଁ ବେଶୀ ଖୁସି ନହୋଇ, ଓଡ଼ିଶାରେ ବିଜଦ ସରକାର ବିଫଳ ହୋଇଥିବା କ୍ଷେତ୍ରରେ ଯେଭଳି ବିକାଶ ହେବ, ସେଥିପାଇଁ ମୋହନ ସରକାର ଦୃଷ୍ଟି ଦିଅନ୍ତୁ। ଚୁକ୍ତିପତ୍ର ସ୍ୱାକ୍ଷର କଲାବେଳେ ଏସମସ୍ତ ଦିଗ ପ୍ରତି ନ୍ୟାୟ ପ୍ରଦାନ କରନ୍ତୁ। ଫଳରେ ଶିଳ୍ପାୟନ ହେବ, ନିଯୁକ୍ତି ସୁଯୋଗ ବଢ଼ିବ। ତେବେ ଯାଇ ଆମେ କହିବୁ, ଯେ ନୂଆ ସରକାର ଭାରି ଭଲ!
Entertainment
ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ, କାହିଁକି କହିଲେ ମନୋଜ ଓ ତାଙ୍କ ଟିମ୍ ଦାୟୀ ରହିବେ
ଯଦି ତାଙ୍କର କିଛି କ୍ଷତି ହେଲା, ତା’ହେଲେ ମନୋଜ ମିଶ୍ର ଓ ତାଙ୍କ ଟିମ୍ ଦାୟୀ ରହିବେ ବୋଲି କାହିଁକି କହିଲେ ବବି?
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।