ଦୁଇଟି ଦୁର୍ଘଟଣାରେ ୩ ମୃତ, ୭ ଆହତ

ଉମରକୋଟ/ମାଲକାନଗିରି: ରାଜ୍ୟର ଭିନ୍ନଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ୱିତ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ଖାଣ୍ଡା ଗାଁ ୩ ଜଣ ଯୁବକ ବାସନ୍ତୀ ପୂଜା ଦେଖି ଫେରୁଥିଲେ। ତେବେ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଜଣେ ଆହତଙ୍କୁ […]

bike accident

bike accident

Rakesh Mallick
  • Published: Thursday, 06 April 2017
  • Updated: 06 April 2017, 09:08 AM IST

Sports

Latest News

ଉମରକୋଟ/ମାଲକାନଗିରି: ରାଜ୍ୟର ଭିନ୍ନଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ୱିତ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ଖାଣ୍ଡା ଗାଁ ୩ ଜଣ ଯୁବକ ବାସନ୍ତୀ ପୂଜା ଦେଖି ଫେରୁଥିଲେ। ତେବେ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଜଣେ ଆହତଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଛି। ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି।

ମାଲକାନଗିରି ଜିଲ୍ଲା ପଦ୍ମଗିରିକୁ ରାମ ନବମୀ ସଂକୀର୍ତ୍ତନ କରିବାକୁ ଯାଉଥିବା ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଅଟୋ ଚାଳକ ଫେରାର ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story