ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା):ଜଗତସିଂହପୁର ସଦର ମହକୁମାରେ ଥିବା ଏସ୍ଭିଏମ୍ କଲେଜ ପରିସରରୁ ଗତକାଲି ସନ୍ଧ୍ୟାରେ ପୁଲିସ୍ ଏକ ଦେଶୀ ବନ୍ଧୁକ ଜବତ କରିଛି। ଏହି ଘଟଣାରେ ଦୁଇ ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ନାଉଗାଁ ଅଞ୍ଚଳର ରଣଜିତ ଦାସ ଓ ନିଆଳି ଥାନା ଅଞ୍ଚଳର ରତିରଞ୍ଜନ ପାଢ଼ୀ।
ରଣଜିତ୍ ଏସ୍ଭିଏମ୍ କଲେଜରେ ଡେମନଷ୍ଟ୍ରେଟର ଭାବେ କାମ କରନ୍ତି। ତେବେ ସେ ଜଣେ ଶାସକ ଦଳର ନେତାଙ୍କ ପୁଅ ବୋଲି ଜଣାପଡ଼ିଛି। ସେହପରି ରତିରଞ୍ଜନ ସେହି କଲେଜର ଯୁକ୍ତ ତିନି ପଢ଼ୁଥିବା ପୁଲିସ୍ ସୂଚନା ଦେଇଛି। ରତିରଞ୍ଜନ ଜଣେ ବରିଷ୍ଠ ପୁଲିସ୍ ଅଧିକାରୀଙ୍କ ପୁଅ ବୋଲି କୁହାଯାଉଛି। ପୁଲିସ୍ ସେମାନଙ୍କ ଠାରୁ ଏକ ବୁଲେଟ୍ ଗାଡ଼ିକୁ ମଧ୍ୟ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?