ଯୋଜନା ବୋର୍ଡ ଉପାଧ୍ୟକ୍ଷ ଓ କ୍ରୀଡ଼ାମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡିର ଆଉ ଦୁଇଜଣ ନେତା କରୋନା ସଂକ୍ରମିତ । ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡିର ପ୍ରଭାବଶାଳୀ ନେତା ସଞ୍ଜୟ ଦାସବର୍ମା ଓ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ସଂକ୍ରମିତ ବୋଲି ଜଣାପଡ଼ିଛି। ଉଭୟ ନେତା ସୋସିଆଲ ମିଡିଆ ମାଧ୍ୟମରେ କରୋନା ପଜେଟିଭ୍ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଆଜି ନିଜର ଫେସବୁକ ପେଜ୍ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ସେ କୋଭିଡ୍ […]

892

892

Tapas Behera
  • Published: Friday, 25 September 2020
  • Updated: 25 September 2020, 06:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡିର ଆଉ ଦୁଇଜଣ ନେତା କରୋନା ସଂକ୍ରମିତ । ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ବିଜେଡିର ପ୍ରଭାବଶାଳୀ ନେତା ସଞ୍ଜୟ ଦାସବର୍ମା ଓ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ସଂକ୍ରମିତ ବୋଲି ଜଣାପଡ଼ିଛି। ଉଭୟ ନେତା ସୋସିଆଲ ମିଡିଆ ମାଧ୍ୟମରେ କରୋନା ପଜେଟିଭ୍ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି।

ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଆଜି ନିଜର ଫେସବୁକ ପେଜ୍ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ସେ କୋଭିଡ୍ ନମୂନା ପରୀକ୍ଷା ପରେ ପଜେଟିଭ୍ ଥିବା ଜାଣିବାକୁ ପାଇଛନ୍ତି। ତେଣୁ ତାଙ୍କ ସହ ଗତ ୧୫ଦିନ ମଧ୍ୟରେ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କୋଭିଡ୍ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି। ସେ ଆସନ୍ତା ୧୫ଦିନ ପର୍ଯ୍ୟନ୍ତ ନିଜର ସମସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି। ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଆଜି ଶ୍ରୀ ଦାସବର୍ମାଙ୍କ ଆରୋଗ୍ୟକାମନା କରିଛନ୍ତି। ଶ୍ରୀ ଦାସବର୍ମା ସୁସ୍ଥ ଥିବା ଓ ନିଜ ଘରେ ସଙ୍ଗରୋଧରେ ରହିଥିବା ସୂଚନା ମିଳିଛି।

ସେହିପରି କ୍ରୀଡ଼ା ଓ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ମଧ୍ୟ ସୋସିଆଲ ମିଡିଆ ମାଧ୍ୟମରେ ସେ କରେନା ସଂକ୍ରମିତ ହୋଇଥିବା ନେଇ ସୂଚନା ଦେଇଛନ୍ତି। ଶ୍ରୀ ବେହେରା କହିଛନ୍ତି ଯେ, ତାଙ୍କ ଦେହରେ କରୋନା ଲକ୍ଷଣ ଦେଖାଦେଇଛି। ସେ ଡାକ୍ତରଙ୍କ ପରାମର୍ଶରେ ଏବେ   ଘରେ ସଙ୍ଗରୋଧରେ ରହିଛନ୍ତି ଓ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଗତ ୭ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ନିଜର ପରୀକ୍ଷା କରାଇ ନେବା ସହ ୭ଦିନ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି। ଶ୍ରୀ ବେହେରା ସଂକ୍ରମିତ ହେବାପରେ କରୋନାର ଶୀକାର ହୋଇଥିବା ମନ୍ତ୍ରୀଙ୍କ ସଂଖ୍ୟା ୯ରେ ପହଂଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story