ନଦୀକୁ ଗାଧୋଇବାକୁ ଯାଇ ଦୁଇ ନାବାଳକ ନିଖୋଜ

ବଣାଇ (ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡର ଲହୁଣୀପଡା ଥାନା ଅନ୍ତର୍ଗତ ତୁମକେଳା ଗ୍ରାମର ୨ ଜଣ ନାବାଳକ ତୁମକଳା ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ପିଲାମାନଙ୍କ ଡ୍ରେସ୍‌, ମୋବାଇଲ୍‌, ବାଇକ୍‌ ତୁଠରେ ଥୁଆ ହୋଇଥିବା ବେଳେ କେହି ନଥିବାରୁ ସନ୍ଦେହ କରି ସ୍ଥାନୀୟ ଲୋକେ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଏହାପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନଦୀରେ ସେମାନଙ୍କୁ ଖୋଜାଖୋଜି କରୁଛନ୍ତି। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଉଭୟଙ୍କୁ ଉଦ୍ଧାର କରାଯାଇ […]

bonai

bonai

Rakesh Mallick
  • Published: Wednesday, 20 June 2018
  • Updated: 20 June 2018, 09:50 PM IST

Sports

Latest News

ବଣାଇ (ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣେଇ ଉପଖଣ୍ଡର ଲହୁଣୀପଡା ଥାନା ଅନ୍ତର୍ଗତ ତୁମକେଳା ଗ୍ରାମର ୨ ଜଣ ନାବାଳକ ତୁମକଳା ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଛନ୍ତି। ପିଲାମାନଙ୍କ ଡ୍ରେସ୍‌, ମୋବାଇଲ୍‌, ବାଇକ୍‌ ତୁଠରେ ଥୁଆ ହୋଇଥିବା ବେଳେ କେହି ନଥିବାରୁ ସନ୍ଦେହ କରି ସ୍ଥାନୀୟ ଲୋକେ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଏହାପରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ନଦୀରେ ସେମାନଙ୍କୁ ଖୋଜାଖୋଜି କରୁଛନ୍ତି। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଉଭୟଙ୍କୁ ଉଦ୍ଧାର କରାଯାଇ ପାରିନାହିଁ।

bonaiଆଜି ସକାଳରେ ଲହୁଣୀପଡା ବଜାର ଅଞ୍ଚଳରୁ ଶିବମ ରାୟ (୧୪) ଏବଂ ସୌରଭ ଜୈସ୍ୱାଲ (୧୫) ନଦୀକୁ ଗାଧୋଇବାକୁ କହି ଘରୁ ବାଇକ୍‌ରେ ବାହାରି ନଦୀ ଘାଟକୁ ଯାଇଥିଲେ। ଏହାପରେ ସେମାନେ ନିଖୋଜ ହୋଇଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story