ବଲାଙ୍ଗିର ଛୁଇଁଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଛୁଇଁଲା କରୋନା। ଜିଲ୍ଲାରେ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦୁଇ ଯୁବକଙ୍କ ଘର ଲେଖାରିଆ ଗାଁରେ। ସେମାନଙ୍କ ବୟସ ଯଥାକ୍ରମେ ୨୨ ଓ ୧୮। ଉଭୟ ତାମିଲନାଡୁରୁ ଫେରିଥିଲେ। ସେମାନେ କରୋନା ପଜିଟିଭ୍ ଭାବେ ଚିହ୍ନଟ ହେବା ପରେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା […]

bolangir

bolangir

Jitendra Garnayak
  • Published: Friday, 01 May 2020
  • Updated: 01 May 2020, 12:57 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଛୁଇଁଲା କରୋନା। ଜିଲ୍ଲାରେ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ଦୁଇ ଯୁବକଙ୍କ ଘର ଲେଖାରିଆ ଗାଁରେ। ସେମାନଙ୍କ ବୟସ ଯଥାକ୍ରମେ ୨୨ ଓ ୧୮। ଉଭୟ ତାମିଲନାଡୁରୁ ଫେରିଥିଲେ। ସେମାନେ କରୋନା ପଜିଟିଭ୍ ଭାବେ ଚିହ୍ନଟ ହେବା ପରେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୫ରେ ପହଞ୍ଚି ଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story