ଆଉ ଦୁଇ ‘କରୋନା’ ଆକ୍ରାନ୍ତ ଆରୋଗ୍ୟ ହେଲେ, ଜାଣନ୍ତୁ କେଉଁ ଜିଲ୍ଲାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନେ ସମସ୍ତେ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଅଞ୍ଚଳର। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ସୁନ୍ଦରଗଡ଼ ଜିଲ୍ଲାରେ ୧୦ ଜଣ ମହାମାରୀ ‘କରୋନା’ରେ ଆକ୍ରାନ୍ତ ହୋଇଥିଲେ। ସେଥିରୁ ୩ ଜଣ ପୂର୍ବରୁ ସୁସ୍ଥ ହୋଇଥିଲେ। ଆଜି ପୁଣି ଆଉ ୨ ସୁସ୍ଥ […]

corona-in-jajpur

corona-in-jajpur

Manoranjan Sial
  • Published: Thursday, 30 April 2020
  • Updated: 30 April 2020, 09:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନେ ସମସ୍ତେ ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଅଞ୍ଚଳର। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ସୁନ୍ଦରଗଡ଼ ଜିଲ୍ଲାରେ ୧୦ ଜଣ ମହାମାରୀ ‘କରୋନା’ରେ ଆକ୍ରାନ୍ତ ହୋଇଥିଲେ। ସେଥିରୁ ୩ ଜଣ ପୂର୍ବରୁ ସୁସ୍ଥ ହୋଇଥିଲେ। ଆଜି ପୁଣି ଆଉ ୨ ସୁସ୍ଥ ହୋଇଛନ୍ତି। ଏବେ ୫ ଜଣ ରାଉରକେଲାରେ ପ୍ରତିଷ୍ଠା କରାଯାଇଥିବା କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

https://twitter.com/HFWOdisha/status/1255883723289120775?s=20

ଅନ୍ୟପକ୍ଷରେ ଆଜି ସୁଦ୍ଧା ସମଗ୍ର ରାଜ୍ୟରେ ୧୪୨ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ ଜଣ ବିଭିନ୍ନ କୋଭିଡ୍‌ ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆକ୍ରାନ୍ତ ଭିତରେ ଖୋର୍ଦ୍ଧରୁ ୪୭, ଯାଜପୁରରେ ୩୬, ଭଦ୍ରକ ଓ ବାଲେଶ୍ୱରରେ ୧୯ ଜଣ ଲେଖାଏଁ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କଟକରୁ ଜଣେ, ପୁରୀରୁ ଜଣେ, ଢ଼େଙ୍କାନାଳରୁ ଜଣେ, କୋରାପୁଟରୁ ଜଣେ, ଝାରସୁଗୁଡ଼ାରୁ ଜଣେ, ଦେବଗଡ଼ରୁ ଜଣେ ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story