ସୁସ୍ଥ ହେଲେ ଆଉ ଦୁଇ ‘କରୋନା’ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ରାଜ୍ୟରେ ଆଉ ୨ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହେଲେ। ସେମାନେ ସମସ୍ତେ ଭୁବନେଶ୍ୱର ଅଞ୍ଚଳର। ଏମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ହେବା ସଂଖ୍ୟା ୩୭ରେ ପହଞ୍ଚିଲା। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ଏନେଇ ସୂଚନା ଦିଆଯାଇଛି। Happy to share that two #COVID19 patients of Bhubaneswar have recovered and tested negative for COVID-19. The recovered cases now stand at 37. #OdishaFightsCorona […]

Corona-8 (1)

Corona-8 (1)

Manoranjan Sial
  • Published: Monday, 27 April 2020
  • Updated: 27 April 2020, 03:30 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ରାଜ୍ୟରେ ଆଉ ୨ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହେଲେ। ସେମାନେ ସମସ୍ତେ ଭୁବନେଶ୍ୱର ଅଞ୍ଚଳର। ଏମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ହେବା ସଂଖ୍ୟା ୩୭ରେ ପହଞ୍ଚିଲା। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ଏନେଇ ସୂଚନା ଦିଆଯାଇଛି।

ସୂଚନାରୁ ପ୍ରକାଶ, ‘କରୋନା’ରେ ଆଜି ସୁଦ୍ଧା ୧୦୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୭ ଜଣ ବିଭିନ୍ନ କୋଭିଡ୍‌ ମେଡିକାଲ୍‌ରେ ଚିକିତ୍ସିତ ହେଉଥିଲେ। ସେଥିରୁ ୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୦ ଜଣ ‘କରୋନା’ ଆକ୍ରାନ୍ତ ବିଭିନ୍ନ ମେଡିକାଲ୍‌ରେ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story