ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ରାଜ୍ୟରେ ଆଉ ୨ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହେଲେ। ସେମାନେ ସମସ୍ତେ ଭୁବନେଶ୍ୱର ଅଞ୍ଚଳର। ଏମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ହେବା ସଂଖ୍ୟା ୩୭ରେ ପହଞ୍ଚିଲା। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏନେଇ ସୂଚନା ଦିଆଯାଇଛି।
Happy to share that two #COVID19 patients of Bhubaneswar have recovered and tested negative for COVID-19.
The recovered cases now stand at 37. #OdishaFightsCorona
— H & FW Dept Odisha (@HFWOdisha) April 27, 2020
ସୂଚନାରୁ ପ୍ରକାଶ, ‘କରୋନା’ରେ ଆଜି ସୁଦ୍ଧା ୧୦୮ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୭ ଜଣ ବିଭିନ୍ନ କୋଭିଡ୍ ମେଡିକାଲ୍ରେ ଚିକିତ୍ସିତ ହେଉଥିଲେ। ସେଥିରୁ ୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୦ ଜଣ ‘କରୋନା’ ଆକ୍ରାନ୍ତ ବିଭିନ୍ନ ମେଡିକାଲ୍ରେ ଚିକିତ୍ସାଧୀନ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।