ଦୁଇ ଦିନିଆ ଭାରତ ବନ୍ଦ; ରାଜ୍ୟର ବିଭିନ୍ନ ସ୍ଥାନରେ ପଡ଼ିଛି ବନ୍ଦର ପ୍ରଭାବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାର ଶ୍ରମିକ ମାରଣ ନୀତି ଆପଣାଉଥିବା ଅଭିଯୋଗ କରି ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଆଜି ଓ ଆସନ୍ତାକାଲି ବନ୍ଦ ଡାକରା ଦିଆଯାଇଥିବା ବେଳେ ଏଥିରେ ୧୦ଟି ଶ୍ରମିକ ସଂଗଠନର ୨୦ କୋଟି କର୍ମଚାରୀ ସାମିଲ ହୋଇଛନ୍ତି। ବନ୍ଦକୁ ଟେଲିକମ୍, ସ୍ୱାସ୍ଥ୍ୟ, ଶିକ୍ଷା, କୋଇଲା, ଷ୍ଟିଲ୍‌, ବିଦ୍ୟୁତ୍‌, ବ୍ୟାଙ୍କ, ବୀମା ଓ ପରିବହନ ସେକ୍ଟରର କର୍ମଚାରୀମାନେ ସମର୍ଥନ କରୁଥିବା ଟ୍ରେଡ୍ ୟୁନିୟନ୍ ପକ୍ଷରୁ କୁହାଯାଇଛି। […]

80

80

Jitendra Garnayak
  • Published: Tuesday, 08 January 2019
  • Updated: 08 January 2019, 08:41 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାର ଶ୍ରମିକ ମାରଣ ନୀତି ଆପଣାଉଥିବା ଅଭିଯୋଗ କରି ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଆଜି ଓ ଆସନ୍ତାକାଲି ବନ୍ଦ ଡାକରା ଦିଆଯାଇଥିବା ବେଳେ ଏଥିରେ ୧୦ଟି ଶ୍ରମିକ ସଂଗଠନର ୨୦ କୋଟି କର୍ମଚାରୀ ସାମିଲ ହୋଇଛନ୍ତି।

ବନ୍ଦକୁ ଟେଲିକମ୍, ସ୍ୱାସ୍ଥ୍ୟ, ଶିକ୍ଷା, କୋଇଲା, ଷ୍ଟିଲ୍‌, ବିଦ୍ୟୁତ୍‌, ବ୍ୟାଙ୍କ, ବୀମା ଓ ପରିବହନ ସେକ୍ଟରର କର୍ମଚାରୀମାନେ ସମର୍ଥନ କରୁଥିବା ଟ୍ରେଡ୍ ୟୁନିୟନ୍ ପକ୍ଷରୁ କୁହାଯାଇଛି।

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖାଦେଇଛି। ବାଲେଶ୍ୱର ଷ୍ଟେସନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ରେଳରୋକ କରାଯାଇଛି। ଫଳରେ ଗୁଆହାଟୀ-ଥିରୁଅନନ୍ତପୁରମ ଏକ୍ସପ୍ରେସ୍ ବାଲେଶ୍ୱର ଷ୍ଟେସନରେ ଅଟକି ରହିଛି। ସହରରେ ବସ୍ ଚଳାଚଳ ମଧ୍ୟ ରହିଛି।

ସେହିପରି ରାୟଗଡ଼ା ଜିଲ୍ଲାର ଗୁଣପୁରରେ ଦୋକାନ, ବଜାର ସହ ଗାଡ଼ି ଚଳାଚଳ ବନ୍ଦ ରହିଛି। କୋରାପୁଟ ଜିଲ୍ଲାର ଲମତାପୁଟରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସହରରୁ ବିଭିନ୍ନ ସ୍ଥାନକୁ ବସ୍‌ ଚଳାଚଳ ବନ୍ଦ କରିଛି।

ସୁନ୍ଦରଗଡ଼ ଜିଲ୍ଲା ବଣାଇରେ ୬ଟି ରେଲୱେ ସାଇଡିଂ ବନ୍ଦ ରହିଛି। ଆନ୍ଦୋଳନକାରୀମାନେ ପିକେଟିଂ କରି ୨୧୫ ଓ ୧୪୩ ଜାତୀୟ ରାଜପଥ ଅବରୋଧ କରିଛନ୍ତି।

ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଷ୍ଟେସନରେ ଖଡ଼ଗପୁର-ଖୋର୍ଦ୍ଧା ପାସେଞ୍ଜରକୁ ଆନ୍ଦୋଳକାରୀ ଅଟକାଇଛନ୍ତି।

ଭାରତ ବନ୍ଦ ପାଇଁ ଆଜି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଆସନ୍ତାକାଲି ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରହିବ କି ନାହିଁ, ସେ ସମ୍ପର୍କରେ ଆଜି ନିଷ୍ପତ୍ତି ନିଆଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ସୂଚନା ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story