ରାସ୍ତାକଡ଼କୁ ଓଲଟି ପଡ଼ିଲା ଟ୍ରାକ୍ଟର: ୨ ମୃତ, ୨ ଗୁରୁତର

ବାରିପଦା (ମାଣିକ ଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଜିଙ୍କିରିଆ ଛକ ଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ବୁଢ଼ା ମୁର୍ମୁ ଓ ମଙ୍ଗଲ ମୁର୍ମୁ। ଗୁରୁତର ହୋଇଥିବା ଦୁଖିଆ ହେମ୍ବ୍ରମ ଓ ପ୍ରଭାତ ହେମ୍ବ୍ରମଙ୍କୁ ବାରିପଦା ମେଡିକାଲକୁ […]

jjj

jjj

Tapaswini Nayak
  • Published: Monday, 17 August 2020
  • Updated: 17 August 2020, 08:46 AM IST

Sports

Latest News

ବାରିପଦା (ମାଣିକ ଲାଲ ପାଣି): ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଜିଙ୍କିରିଆ ଛକ ଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତକ ଦ୍ୱୟ ହେଲେ ବୁଢ଼ା ମୁର୍ମୁ ଓ ମଙ୍ଗଲ ମୁର୍ମୁ। ଗୁରୁତର ହୋଇଥିବା ଦୁଖିଆ ହେମ୍ବ୍ରମ ଓ ପ୍ରଭାତ ହେମ୍ବ୍ରମଙ୍କୁ ବାରିପଦା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଆଜି ସକାଳେ ଜିଙ୍କିରିଆ ଗାଁରେ ଟ୍ରାକ୍ଟରଟି ବାଲି ଅନଲୋଡ୍‌ କରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଟ୍ରାକ୍ଟରରେ ଡ୍ରାଇଭରଙ୍କୁ ଛାଡ଼ି ତିନି ଜଣଙ୍କ ଶ୍ରମିକ ଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ପୁଲିସ୍ ଟ୍ରାକ୍ଟରଟିକୁ ମଧ୍ୟ ଜବତ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story