Advertisment

ଟ୍ରକ୍ ପଛକୁ ପିଟିଲା ସ୍କର୍ପିଓ, ଦୁଇ ମୃତ

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଏଥିରେ ଦୁଇ ଜଣଙ୍କ ମୃତ୍ୟ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତିହିଡି ବଜାରରେ ଏକ ସ୍କର୍ପିଓ ଦ୍ରୁତ ଗତିରେ ଆସି ଟ୍ରକ୍‌ ପଛକୁ ପିଟି ଦେଇଥିଲା। ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା। ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମୃତାହତଙ୍କ ପରିଚୟ ମିଳିପାରିନାହିଁ।

author-image
Rakesh Mallick
ଅଦ୍ୟତନ ହୋଇଛି
ଟ୍ରକ୍ ପଛକୁ ପିଟିଲା ସ୍କର୍ପିଓ, ଦୁଇ ମୃତ

bhadrak

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଏଥିରେ ଦୁଇ ଜଣଙ୍କ ମୃତ୍ୟ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

Advertisment

ତିହିଡି ବଜାରରେ ଏକ ସ୍କର୍ପିଓ ଦ୍ରୁତ ଗତିରେ ଆସି ଟ୍ରକ୍‌ ପଛକୁ ପିଟି ଦେଇଥିଲା। ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା।

ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମୃତାହତଙ୍କ ପରିଚୟ ମିଳିପାରିନାହିଁ।