ଭୋଜି ଖାଇ ଘରକୁ ଫେରୁଥିଲେ ଦୁଇ ସାଙ୍ଗ, ବାଟରେ ଜଗିଥିଲା ଯମ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା-ମୋଟେର ରାସ୍ତାର ଦୁଲକିବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ବୋଲେରୋ ଧକ୍କାରେ ଦୁଇ ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବିଜମରା ଗାଁର ପଦ୍ମନାଭ ରଣା ଓ ବଡ଼କୁଟ୍ରୁ ଗାଁର ସାଇ ସୌରଭ ପଣ୍ଡା। ଗତକାଲି ରାତିରେ ଦୁଇ ସାଙ୍ଗ ପଦ୍ମନାଭ ଓ ସାଇ ସୌରଭ ଭୋଜି ଖାଇ ବାଇକ୍ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ବୋଲେରୋ ସେମାନଙ୍କୁ ଧକ୍କା ଦେଇଥିଲା। […]

accident

accident

Jitendra Garnayak
  • Published: Sunday, 16 September 2018
  • Updated: 16 September 2018, 05:31 AM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା-ମୋଟେର ରାସ୍ତାର ଦୁଲକିବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି

ବୋଲେରୋ ଧକ୍କାରେ ଦୁଇ ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବିଜମରା ଗାଁର ପଦ୍ମନାଭ ରଣା ଓ ବଡ଼କୁଟ୍ରୁ ଗାଁର ସାଇ ସୌରଭ ପଣ୍ଡା।

ଗତକାଲି ରାତିରେ ଦୁଇ ସାଙ୍ଗ ପଦ୍ମନାଭ ଓ ସାଇ ସୌରଭ ଭୋଜି ଖାଇ ବାଇକ୍ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ବୋଲେରୋ ସେମାନଙ୍କୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ପଦ୍ମନାଭଙ୍କ ମୃତ୍ୟୁ ଘଟିଥିଲା। ସାଇ ସୌରଭଙ୍କୁ ଭବାନୀପାଟଣା ଡାକ୍ତରଖାନା ନିଆଯାଉଥିବା ତାଙ୍କର ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos