ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ଦୁଇ ମୃତ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚାନ୍ଦୋଲ ଛକରେ ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକମାନେ ସ୍ଥାନୀୟ ବାଲିଆ ଅଞ୍ଚଳର ବୋଲି ଜଣାପଡ଼ିଛି। ଆହତଙ୍କୁ କେନ୍ଦ୍ରାପଡ଼ା ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାପରେ ଟ୍ରକ୍ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗତକାଲି ଅପରାହ୍ଣ ୪ଟା ସମୟରେ ଅଟୋଟି ଦୁଇ ଜଣ ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡ଼ା ଆଡୁ ଆସୁଥିଲା। ଏହି ସମୟରେ ବିପରୀତ […]

atommm

atommm

Tapaswini Nayak
  • Published: Thursday, 18 July 2019
  • Updated: 18 July 2019, 09:02 AM IST

Sports

Latest News

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚାନ୍ଦୋଲ ଛକରେ ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକମାନେ ସ୍ଥାନୀୟ ବାଲିଆ ଅଞ୍ଚଳର ବୋଲି ଜଣାପଡ଼ିଛି।
ଆହତଙ୍କୁ କେନ୍ଦ୍ରାପଡ଼ା ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାପରେ ଟ୍ରକ୍ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି।

ଗତକାଲି ଅପରାହ୍ଣ ୪ଟା ସମୟରେ ଅଟୋଟି ଦୁଇ ଜଣ ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡ଼ା ଆଡୁ ଆସୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ଅଟୋକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଅଟୋ ଚାଳକ ସମେତ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos