ଟ୍ରାକ୍ଟର ଓଲଟି ୨ ମହିଳାଙ୍କ ମୃତ୍ୟୁ
କାମାକ୍ଷାନଗର(ଓଡ଼ିଶା ରିପୋର୍ଟର): ପରଜଙ୍ଗ ଥାନା ଡୋଲିଆ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ଓଲଟିବା ଯୋଗୁ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିରେ ଆଉ ୪ ଜଣ ଗୁରୁତର ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।