ପୁଲିସ୍ ହେପାଜତ ମୃତ୍ୟୁ ଅଭିଯୋଗର ହେବ ତଦନ୍ତ: ଡିଆଇଜି

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ବରଗଡ଼ରେ ପୁଲିସ ହେପାଜତରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ ଘଟଣାର ଦୁଇଟି ପୃଥକ ତଦନ୍ତ ହେବ। ପଶ୍ଚିମାଞ୍ଚଳ ଡିଆଇଜି ଜୟନାରାୟଣ ପଙ୍କଜ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଘଟଣାର ଏଚ୍‌ଆର୍‌ପିସି ଓ ନ୍ୟାୟିକ ତଦନ୍ତ ହେବ। ଆସନ୍ତାକାଲି NHRC ଗାଇଡ୍‌ଲାଇନ୍ ଅନୁସାରେ ମୃତଦେହର ବ୍ୟବଚ୍ଛେଦ କରାଯିବ। ଏକ ମାରପିଟ ମାମଲାରେ ବରଗଡ଼ ଟାଉନ ଥାନା ପୁଲିସ ତୋରା ଗାଁର ରାଧେଶ୍ୟାମ କୁମ୍ଭାରଙ୍କ ପୁଅ ଗୋବିନ୍ଦଙ୍କୁ ଶୁକ୍ରବାର ରାତିରେ ଉଠାଇ ନେଇଥିଲା। ଆଜି […]

DIG

DIG

Jitendra Garnayak
  • Published: Saturday, 25 September 2021
  • Updated: 25 September 2021, 09:01 PM IST

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ବରଗଡ଼ରେ ପୁଲିସ ହେପାଜତରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ ଘଟଣାର ଦୁଇଟି ପୃଥକ ତଦନ୍ତ ହେବ। ପଶ୍ଚିମାଞ୍ଚଳ ଡିଆଇଜି ଜୟନାରାୟଣ ପଙ୍କଜ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଏହି ଘଟଣାର ଏଚ୍‌ଆର୍‌ପିସି ଓ ନ୍ୟାୟିକ ତଦନ୍ତ ହେବ। ଆସନ୍ତାକାଲି NHRC ଗାଇଡ୍‌ଲାଇନ୍ ଅନୁସାରେ ମୃତଦେହର ବ୍ୟବଚ୍ଛେଦ କରାଯିବ।

ଏକ ମାରପିଟ ମାମଲାରେ ବରଗଡ଼ ଟାଉନ ଥାନା ପୁଲିସ ତୋରା ଗାଁର ରାଧେଶ୍ୟାମ କୁମ୍ଭାରଙ୍କ ପୁଅ ଗୋବିନ୍ଦଙ୍କୁ ଶୁକ୍ରବାର ରାତିରେ ଉଠାଇ ନେଇଥିଲା। ଆଜି ଭୋରରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ତାଙ୍କୁ ପ୍ରଥମେ ପୁରୁଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ଗୋବିନ୍ଦଙ୍କ ମୃତ୍ୟୁ ହୋଇଯାଇଥିଲା। ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେଣୁ ତାଙ୍କୁ ପୁଲିସ୍ ପିଟି ପିଟି ମାରି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷରେ ଗୋବିନ୍ଦଙ୍କ ମୃତ୍ୟୁ ଖବର ପ୍ରଚାର ହେବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭଙ୍ଗାରୁଜା କରିଥିଲେ। ସେହିପରି ଗୋବିନ୍ଦଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପୁଲିସ ନେଉଥିବା ବେଳେ ସେମାନେ ଛଡ଼ାଇ ନେଇଥିଲେ। ସେମାନେ ମୃତଦେହ ଧରି ଏସ୍ପିଙ୍କ କାର୍ଯ୍ୟାଳୟ ଅଭିମୁଖେ ଯାଇଥିଲେ। ତେବେ ଗାନ୍ଧି ଛକରେ ପୁଲିସ୍ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଉଭୟଙ୍କ ଭିତରେ ଠେଲାପେଲା ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଯାଉଥିବା ଦେଖି ପୁଲିସ୍ ପକ୍ଷରୁ ଲାଠି ଚାର୍ଜ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story