ଆଇଏଏସସ୍ତରରେ ଅଦଳବଦଳ, ୨ ଜିଲ୍ଲାରେ ନୂଆ ଜିଲ୍ଲାପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। କୋରାପୁଟ ଓ ନୟାଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ମଧ୍ୟ ପରିବର୍ତ୍ତନ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ନିରଞ୍ଜନ ସାହୁଙ୍କୁ ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ସେହିପରି ମ୍ୟୁନିସିପାଲ ପ୍ରଶାସକ ତଥା ଗୃହିନର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସଂଗ୍ରାମଜିତ୍ ନାୟକଙ୍କୁ ଭୁବନେଶ୍ୱର ମହାନଗର ନିଗମର ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ […]

ias

ias

Manoranjan Sial
  • Published: Saturday, 03 August 2019
  • Updated: 03 August 2019, 08:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। କୋରାପୁଟ ଓ ନୟାଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ମଧ୍ୟ ପରିବର୍ତ୍ତନ କରାଯାଇଛି।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଉଚ୍ଚଶିକ୍ଷା ନିର୍ଦ୍ଦେଶକ ନିରଞ୍ଜନ ସାହୁଙ୍କୁ ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ସେହିପରି ମ୍ୟୁନିସିପାଲ ପ୍ରଶାସକ ତଥା ଗୃହିନର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସଂଗ୍ରାମଜିତ୍ ନାୟକଙ୍କୁ ଭୁବନେଶ୍ୱର ମହାନଗର ନିଗମର ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏହାସହିତ ଭୁବନେଶ୍ୱର ମହାନଗର ନିଗମର ପ୍ରଶାସକ ଭାବେ କାର୍ଯ୍ୟ କରୁଥିବା ଡଃ କ୍ରିଷନ କୁମାରଙ୍କ ପୂର୍ବ ନିଯୁକ୍ତିକୁ ରଦ୍ଦ କରାଯାଇଛି।

ସେହିପରି ନୟାଗଡ଼ ଜିଲ୍ଲାପାଳ ଡଃ ଏନ୍ ଥିରୁମାଳା ନାଏକଙ୍କୁ ମତ୍ସ୍ୟ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବାବେଳେ ସେ ଅତିରିକ୍ତ ଭାବେ ସିଏମଜିଆଇ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ। କୋରାପୁଟ ଜିଲ୍ଲାପାଳ ଡଃ ପୋମା ଟୁଡୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ବରିଷ୍ଠ ଓଏଏସ୍ ମଧୁସୂଦନ ମିଶ୍ର-୨ଙ୍କୁ କୋରାପୁଟ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି।

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ନିର୍ଦ୍ଦେଶକ ସୁଶାନ୍ତ ମହାପାତ୍ରଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ସେହିପରି ବାଲିଗୁଡ଼ା ଉପଜିଲ୍ଲାପାଳ ସିନେ୍ଧ ଦତ୍ତାତ୍ରେୟ ଭାଉସାହେବଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story