କାଠଯୋଡ଼ିରେ ବୁଡ଼ି ଗଲେ ଦୁଇ ଯୁବକ

କଟକ (ଓଡ଼ିଶା ରିପୋର୍ଟର): ହୋଲିରେ ଦୁଃଖଦ ଘଟଣା ଘଟିଯାଇଛି। କଟକ ଜିଲ୍ଲା ୪୨ ମୌଜା ଘାଟକୂଳ ନିକଟରେ କାଠଯୋଡ଼ି ନଦୀରେ ବୁଡ଼ି ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ନିଶାନ୍ତ ପାଢ଼ୀ ଓ ଶୁଭମ୍ କୁମାର ବେହେରା। ସେମାନଙ୍କ ଘର ନେତାଜୀ ନଗର ଅଞ୍ଚଳରେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଏହି ଦୁଇ ସାଙ୍ଗ ହୋଲି ଖେଳିସାରି କାଠଯୋଡ଼ି ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ ସେମାନଙ୍କ ଗୋଡ଼ ଖସିଯାଇଥିଲା। ଉଭୟ ପାଣିରେ […]

999999900

999999900

Tapaswini Nayak
  • Published: Tuesday, 10 March 2020
  • Updated: 10 March 2020, 12:51 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ହୋଲିରେ ଦୁଃଖଦ ଘଟଣା ଘଟିଯାଇଛି। କଟକ ଜିଲ୍ଲା ୪୨ ମୌଜା ଘାଟକୂଳ ନିକଟରେ କାଠଯୋଡ଼ି ନଦୀରେ ବୁଡ଼ି ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ନିଶାନ୍ତ ପାଢ଼ୀ ଓ ଶୁଭମ୍ କୁମାର ବେହେରା। ସେମାନଙ୍କ ଘର ନେତାଜୀ ନଗର ଅଞ୍ଚଳରେ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଏହି ଦୁଇ ସାଙ୍ଗ ହୋଲି ଖେଳିସାରି କାଠଯୋଡ଼ି ନଦୀକୁ ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ ସେମାନଙ୍କ ଗୋଡ଼ ଖସିଯାଇଥିଲା। ଉଭୟ ପାଣିରେ ବୁଡ଼ି ନିଖୋଜ ହୋଇ ଯାଇଥିଲେ। ପରେ ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story