ନୀଳଗିରି(ବିଶ୍ୱମ୍ୱର ଦାସ): ବାଲେଶ୍ୱର ଜିଲ୍ଲା କୁଲଡ଼ିହା ଅଭୟାରଣ୍ୟରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟଣାରେ ଦୁଇ ଜଣ ବନ କର୍ମଚାରୀଙ୍କୁ ନିଲମ୍ୱନ କରାଯାଇଛି। ସେମାନେ ହେଲେ କୁଳଡିହା ଫୋରେଷ୍ଟେର କିଶୋରଚନ୍ଦ୍ର ଭୁଆଁ ଓ ଗାର୍ଡ ଲାଲମୋହନ ସିଂହ।
କାର୍ଯ୍ୟରେ ଅବହେଳା ଯୋଗୁ ଉଭୟଙ୍କୁ ନିଲମ୍ୱନ କରାଯାଇଛି। ଏଥିସହ ଏସିଏଫ୍ଓ ଲକ୍ଷ୍ମଣ କୁମାର ପ୍ରଧାନଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଯାଇଥିବା ବାଲେଶ୍ୱର ଡିଏଫ୍ଓ ବିଶ୍ୱରାଜ ପଣ୍ଡା କହିଛନ୍ତି।
ସୂଚନା ଅନୁସାରେ, ଗତ ୫ ତାରିଖରେ କୁଲଡ଼ିହା ଅଭୟାରଣ୍ୟରେ ଏହି ଦନ୍ତା ହାତୀର ମୃତ୍ୟୁ ଘଟିଥିଲା। ଏଥିସହ ଦୁର୍ବୃତ୍ତମାନେ ହାତୀର ଦାନ୍ତ ଉପାଡ଼ି ନେଇଥିବା ନେଇ ଖବର ପ୍ରସାର ହୋଇଥିଲା। ଏହାପରେ ବନ ବିଭାଗ ଘଟଣାର ତଦନ୍ତ କରି ହାତୀର ମୃତଦେହକୁ ବ୍ୟବଚ୍ଛେଦ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।