ସୁନ୍ଦରଗଡ଼ ହାତୀ ମୃତ୍ୟୁ ମାମଲାରେ ଦୁଇ ବନ କର୍ମଚାରୀ ସସ୍‌ପେଣ୍ଡ

ସନ୍ଦରଗଡ଼(ସତ୍ୟାନନ୍ଦ ମହାନ୍ତି): ସୁନ୍ଦରଗଡ଼ ରାଜଗାଙ୍ଗପୁର ଫରେଷ୍ଟ ରେଞ୍ଜ ସୋନାଖାନ୍ ପୁଟୁଳିଆ ଗାଁରୁ ହାତୀର ମୃତଦେହ ମିଳିବା ଘଟଣାରେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି। ୨ ଜଣ ବନ କର୍ମଚାରୀ ଫରେଷ୍ଟର ହରିଶ ଜେନା ଓ ଗାର୍ଡ ସବିତା କିଷାନଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏହାସହ ରାଜଗାଙ୍ଗପୁର ରେଞ୍ଜର ଚନ୍ଦ୍ରଶେଖର ଗଡ଼ନାୟକଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ଗାଁ ଲୋକେ ଗୋଟିଏ ହାତୀକୁ ମାରିବା ପରେ ତାକୁ ପୋଡ଼ି ମାଟିରେ ପୋତି ଦେଇଥିବା ଅଭିଯୋଗ ହୋଇଥିଲା। ଏହି […]

elephant

elephant

Manoranjan Sial
  • Published: Friday, 02 November 2018
  • Updated: 02 November 2018, 04:15 PM IST

Sports

Latest News

ସନ୍ଦରଗଡ଼(ସତ୍ୟାନନ୍ଦ ମହାନ୍ତି): ସୁନ୍ଦରଗଡ଼ ରାଜଗାଙ୍ଗପୁର ଫରେଷ୍ଟ ରେଞ୍ଜ ସୋନାଖାନ୍ ପୁଟୁଳିଆ ଗାଁରୁ ହାତୀର ମୃତଦେହ ମିଳିବା ଘଟଣାରେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି। ୨ ଜଣ ବନ କର୍ମଚାରୀ ଫରେଷ୍ଟର ହରିଶ ଜେନା ଓ ଗାର୍ଡ ସବିତା କିଷାନଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏହାସହ ରାଜଗାଙ୍ଗପୁର ରେଞ୍ଜର ଚନ୍ଦ୍ରଶେଖର ଗଡ଼ନାୟକଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି।

ଗାଁ ଲୋକେ ଗୋଟିଏ ହାତୀକୁ ମାରିବା ପରେ ତାକୁ ପୋଡ଼ି ମାଟିରେ ପୋତି ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଜଣେ ଗ୍ରାମବାସୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଅନ୍ୟମାନେ ଫେରାର ଅଛନ୍ତି। ସେମାନଙ୍କୁ ଧରିବା ପାଇଁ ୩ଟି ଟିମ୍ ଗଠନ ହୋଇଥିବା ଡିଏଫ୍ଓ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story