ଭାଲୁ ଆକ୍ରମଣରେ ଦୁଇ ଆହତ

ନୀଳଗିରି (ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ ମାତିଛନ୍ତି ଭାଲୁ। ନୀଳଗିରି ଅଞ୍ଚଳର ପୃଥକ ପୃଥକ ସ୍ଥାନରେ ଭାଲୁ ଆକ୍ରମଣରେ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ସୁମନ ଦାସ ଓ ବାରି ବେସରା। ଚଣ୍ଡୀପୁର ଗାଁର ସୁମନଙ୍କୁ ତାଙ୍କ ଘର ପାଖ ରାସ୍ତାରେ ଦୁଇଟି ଭାଲୁ ଆକ୍ରମଣ କରିଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେହିପରି ସାଇଡିଂସାହିର ବାରି ବେସରା ବାଡ଼ିକୁ ଶୌଚ […]

89

89

Jitendra Garnayak
  • Published: Wednesday, 07 November 2018
  • Updated: 07 November 2018, 12:06 PM IST

Sports

Latest News

ନୀଳଗିରି (ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ ମାତିଛନ୍ତି ଭାଲୁ। ନୀଳଗିରି ଅଞ୍ଚଳର ପୃଥକ ପୃଥକ ସ୍ଥାନରେ ଭାଲୁ ଆକ୍ରମଣରେ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ସୁମନ ଦାସ ଓ ବାରି ବେସରା।

ଚଣ୍ଡୀପୁର ଗାଁର ସୁମନଙ୍କୁ ତାଙ୍କ ଘର ପାଖ ରାସ୍ତାରେ ଦୁଇଟି ଭାଲୁ ଆକ୍ରମଣ କରିଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ସେହିପରି ସାଇଡିଂସାହିର ବାରି ବେସରା ବାଡ଼ିକୁ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣ କରିଥିଲା। ତେବେ କୁକୁର ଭୋକିବାରୁ ଭାଲୁ ସେହି ସ୍ଥାନ ଛାଡ଼ି ଚାଲି ଯାଇଥିଲା। ତାଙ୍କୁ ମଧ୍ୟ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story