ଭାଲୁ ଆକ୍ରମଣରେ ଦୁଇ ଭାଇ ଆହତ

ପାଲଲହଡ଼ା (ରବି ନାରାୟଣ ପ୍ରଧାନ): ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଅନୁଗୋଳ ଜିଲ୍ଲା ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ଦ୍ୱୟ ହେଲେ ଭୁବନ ନାୟକ ଓ ଦର ନାୟକ। ସେମାନଙ୍କ ଘର ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ୍‌ ସରୁଆଳି ପଞ୍ଚାୟତର ରେଙ୍ଗାଲି ଗାଁରେ। ଆଜି ସକାଳେ ଦୁଇ ଭାଇ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ଦର ଭାଲୁ ହାବୁଡ଼ରେ ପଡ଼ି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ଭୁବନ ମଧ୍ୟ […]

555555555550000000000000

555555555550000000000000

Tapaswini Nayak
  • Published: Saturday, 15 June 2019
  • Updated: 15 June 2019, 09:55 AM IST

Sports

Latest News

ପାଲଲହଡ଼ା (ରବି ନାରାୟଣ ପ୍ରଧାନ): ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଅନୁଗୋଳ ଜିଲ୍ଲା ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ଦ୍ୱୟ ହେଲେ ଭୁବନ ନାୟକ ଓ ଦର ନାୟକ। ସେମାନଙ୍କ ଘର ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ୍‌ ସରୁଆଳି ପଞ୍ଚାୟତର ରେଙ୍ଗାଲି ଗାଁରେ।

ଆଜି ସକାଳେ ଦୁଇ ଭାଇ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ଦର ଭାଲୁ ହାବୁଡ଼ରେ ପଡ଼ି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ଭୁବନ ମଧ୍ୟ ଭାଲୁ ଆକ୍ରମଣର ଶିକାର ହୋଇଥିଲେ।

ଭାଲୁ ଆକ୍ରମଣରେ ଜଣଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ଆଉ ଜଣଙ୍କର ଗୋଡ଼ ଓ ହାତ ଖଣ୍ଡିଆ ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story