ରାସ୍ତା ତଳକୁ ଖସିଲା ବସ୍‌: ଦୁଇ ମୃତ, ୩୮ ଆହତ

ଭବାନୀପାଟଣା(ରାଜକୁମାର ସିଂହଦେଓ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲକୋ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ପୋଲରୁ ଖସି ପଡ଼ିବାରୁ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୮ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଭବାନୀପାଟଣା ଓ କେସିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ପଠାଯାଇଛି। ଶ୍ରୀଜଗନ୍ନାଥ ନାମକ ଏହି ଘରୋଇ ବସ୍‌ଟି ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲାର ଜୟପୁରକୁ ଯାଉଥିଲା। […]

accidebt-67

accidebt-67

Jyoshna Pradhan
  • Published: Monday, 28 January 2019
  • Updated: 28 January 2019, 09:46 AM IST

Sports

Latest News

ଭବାନୀପାଟଣା(ରାଜକୁମାର ସିଂହଦେଓ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲକୋ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ପୋଲରୁ ଖସି ପଡ଼ିବାରୁ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୮ ଜଣ ଆହତ ହୋଇଛନ୍ତି।

busଆହତଙ୍କ ମଧ୍ୟରୁ ୧୧ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଭବାନୀପାଟଣା ଓ କେସିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ପଠାଯାଇଛି।

ଶ୍ରୀଜଗନ୍ନାଥ ନାମକ ଏହି ଘରୋଇ ବସ୍‌ଟି ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲାର ଜୟପୁରକୁ ଯାଉଥିଲା। ଭୋର ସମୟରେ ଜୋଲକୋ ପାଖରେ ଏକ ବୁଲାଣିରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା। ବସ୍‌ର ଛାତ ସଂପୂର୍ଣ୍ଣ ଉଡ଼ିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story