ଦୀପାବଳି ପୂର୍ବରୁ ଦେଇଗଲେ ଦୁଃଖ, ଅନ୍ଧାର ହୋଇଗଲା ଘର

ପାଲଲହଡ଼ା (ରବି ନାରାୟଣ ପ୍ରଧାନ): ପରିବାର ଲୋକଙ୍କ ଗହଣରେ ଆସନ୍ତାକାଲି ପାଳିଥା’ନ୍ତେ ଆଲୋକର ପର୍ବ ଦୀପାବଳି। କିନ୍ତୁ ତା’ ପୂର୍ବରୁ ଘରକୁ ଅନ୍ଧାର କରି ଚାଲିଗଲେ ସେମାନେ। ଦୁର୍ଘଟଣା ନେଇଗଲା ସେମାନଙ୍କ ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ଅନୁଗୋଳ ଜିଲ୍ଲା ପାଲଲହଡ଼ା ଅଞ୍ଚଳରେ। ମୃତକ ଦ୍ୱୟ ହେଲେ ଆକାଶ ବେହେରା (୨୧) ଓ ଜନ୍ମେଜୟ ପ୍ରଧାନ (୧୪)। ଆକାଶଙ୍କ ଘର ମାଙ୍କଡ଼ଚୁଆ ଗାଁରେ। ସେହିପରି ଜନ୍ମେଜୟ ହେଉଛନ୍ତି କମ୍ପରକିଳା ଗାଁର ଅନ୍ତର୍ଯ୍ୟାମୀ ପ୍ରଧାନଙ୍କ ପୁଅ। ଆଜି […]

Accident

Accident

Jitendra Garnayak
  • Published: Wednesday, 03 November 2021
  • Updated: 03 November 2021, 07:51 PM IST

Sports

Latest News

ପାଲଲହଡ଼ା (ରବି ନାରାୟଣ ପ୍ରଧାନ): ପରିବାର ଲୋକଙ୍କ ଗହଣରେ ଆସନ୍ତାକାଲି ପାଳିଥା’ନ୍ତେ ଆଲୋକର ପର୍ବ ଦୀପାବଳି। କିନ୍ତୁ ତା’ ପୂର୍ବରୁ ଘରକୁ ଅନ୍ଧାର କରି ଚାଲିଗଲେ ସେମାନେ। ଦୁର୍ଘଟଣା ନେଇଗଲା ସେମାନଙ୍କ ଜୀବନ। ଏହି ଦୁଃଖଦ ଘଟଣା ଘଟିଛି ଅନୁଗୋଳ ଜିଲ୍ଲା ପାଲଲହଡ଼ା ଅଞ୍ଚଳରେ।

ମୃତକ ଦ୍ୱୟ ହେଲେ ଆକାଶ ବେହେରା (୨୧) ଓ ଜନ୍ମେଜୟ ପ୍ରଧାନ (୧୪)। ଆକାଶଙ୍କ ଘର ମାଙ୍କଡ଼ଚୁଆ ଗାଁରେ। ସେହିପରି ଜନ୍ମେଜୟ ହେଉଛନ୍ତି କମ୍ପରକିଳା ଗାଁର ଅନ୍ତର୍ଯ୍ୟାମୀ ପ୍ରଧାନଙ୍କ ପୁଅ।

ଆଜି ସନ୍ଧ୍ୟାରେ ପାଲଲହଡ଼ାରୁ ଆକାଶ ଓ ଜନ୍ମେଜୟ ଏକ ବାଇକ୍ ଯୋଗେ ସେମାନଙ୍କ ଘରକୁ ଫେରୁଥିଲେ। ତେବେ ପାଲଲହଡ଼ା ବାଇପାସ୍ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ମାଲ୍‌ ବୋଝେଇ ଟ୍ରେଲର ସହିତ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଏତେ ଜୋରରେ ଧକ୍କା ହୋଇଥିଲା ଯେ ବାଇକ୍‌ର ରିମ୍ ଓ ଟାୟାର ବାହାରି ଚାଲି ଯାଇଥିଲା।

ଆକାଶ ଓ ଜନ୍ମେଜୟଙ୍କୁ ଉଦ୍ଧାର କରି ପାଲଲହଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ଦୁର୍ଘଟଣା ପରେ ଟ୍ରେଲରଟି ସେଠାରୁ ଫେରାର ହୋଇଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story