ବୋମା ତିଆରି ବେଳେ ବିସ୍ଫୋରଣ, ଚାଲିଗଲା ୨ ଜୀବନ

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ବୋମା ତିଆରି ବେଳେ ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଦେବଗଡ଼ ଥାନା କଲାଣ୍ଟିଚିଲାଣ୍ଡିଖୋଳ ଗାଁରେ ଘଟିଛି ଏହି ଘଟଣା। ଦୁଇ ମୃତକଙ୍କ ଘର ରିଆମାଳ ଥାନା ଅନ୍ତର୍ଗତ କନସର ଗାଁରେ ବୋଲି ଜଣାପଡିଛି। କଲାଣ୍ଟିଚିଲାଣ୍ଡିଖୋଳରେ ସମ୍ପର୍କୀୟଙ୍କ ଘରକୁ ଆସି ବୋମା ପ୍ରସ୍ତୁତ କରୁଥିବାବେଳେ ଘଟିଥିଲା ଏହି ବିସ୍ଫୋରଣ। ଜନ୍ତୁ ଶିକାର ପାଇଁ ବୋମା ପ୍ରସ୍ତୁତ କରୁଥିବା ବେଳେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସଦର ଏସ୍‌ଡିପିଓଙ୍କ ନେତୃତ୍ୱରେ ପୁଲିସ୍ […]

81

81

Jitendra Garnayak
  • Published: Sunday, 06 September 2020
  • Updated: 06 September 2020, 09:59 AM IST

Sports

Latest News

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ବୋମା ତିଆରି ବେଳେ ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଦେବଗଡ଼ ଥାନା କଲାଣ୍ଟିଚିଲାଣ୍ଡିଖୋଳ ଗାଁରେ ଘଟିଛି ଏହି ଘଟଣା।

ଦୁଇ ମୃତକଙ୍କ ଘର ରିଆମାଳ ଥାନା ଅନ୍ତର୍ଗତ କନସର ଗାଁରେ ବୋଲି ଜଣାପଡିଛି। କଲାଣ୍ଟିଚିଲାଣ୍ଡିଖୋଳରେ ସମ୍ପର୍କୀୟଙ୍କ ଘରକୁ ଆସି ବୋମା ପ୍ରସ୍ତୁତ କରୁଥିବାବେଳେ ଘଟିଥିଲା ଏହି ବିସ୍ଫୋରଣ।

ଜନ୍ତୁ ଶିକାର ପାଇଁ ବୋମା ପ୍ରସ୍ତୁତ କରୁଥିବା ବେଳେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସଦର ଏସ୍‌ଡିପିଓଙ୍କ ନେତୃତ୍ୱରେ ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos