ଖୋର୍ଦ୍ଧା(ବଳରାମ ଲେଙ୍କା): କରୋନା ମୁକାବିଲା ପାଇଁ ସାମାଜିକ ଦ୍ୱରତ୍ୱ ପାଳନ କରିବା ପାଇଁ ସରକାରଙ୍କ ପକ୍ଷରୁ କୁହାଯାଉଛି। ହେଲେ କିଛି ସ୍ଥାନରେ ସାମାଜିକ ଦ୍ୱରତ୍ୱ ଠିକ୍ ପାଳନ ହେଉ ନଥିବା ଦେଖିବାକୁ ମିଳିଛି।
ଖୋର୍ଦ୍ଧା ସହରର କିଛି ଔଷଧ ଦୋକାନ ଆଗରେ ପ୍ରବଳ ଭିଡ଼ ହେଉଥିବାରୁ ବାରମ୍ୱାର ଜିଲ୍ଲା ପ୍ରଶାସନ ଚେତାବନୀ ଦେବା ସତ୍ତ୍ୱେ ବ୍ୟବସାୟୀମାନେ ମାନି ନଥିଲେ। ଫଳରେ ଆଜି ଖୋର୍ଦ୍ଧା ପୌର ପ୍ରଶାସନ ୨ଟି ଔଷଧ ଦୋକାନକୁ ବନ୍ଦ କରି ଦେଇଛି। ଏହି ନିୟମକୁ ନମାନିଲେ ଆଗକୁ ଅନ୍ୟ ବ୍ୟବସାୟୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...