ଦୁଇ ନାବାଳକଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ, ଜୋରିମାନା

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ଦୁଇ ନାବାଳକଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ହୋଇଛି। ଏଥିସହ ୫୦ ହଜାର ଟଙ୍କା ଲେଖାଏଁ ଜୋରିମାନା କରାଯାଇଛି। ଜୋରିମାନ ଅର୍ଥ ଅନାଦେୟ ହେଲେ ଅଧିକ ବର୍ଷେ ଲେଖାଏ ଜେଲ୍‌ ଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ନୟାଗଡ଼ ଚିଲଡ୍ରେନ କୋର୍ଟର ସ୍ୱତନ୍ତ୍ର ବିଚାରପତି। ଅଭିଯୋଗରୁ ପ୍ରକାଶ, ୨୦୧୭ ମସିହାରେ ଶରଣକୂଳ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଇ ଜଣ ନାବାଳକ ଦୁଷ୍କର୍ମ କରି ଭିଡିଓ ରେକଡ଼ିଂ କରିଥିଲେ। ପରବର୍ତ୍ତୀ ସମୟରେ ସେହି ଭିଡିଓକୁ […]

Court

Court

Manoranjan Sial
  • Published: Monday, 19 July 2021
  • Updated: 19 July 2021, 08:34 PM IST

Sports

Latest News

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ଦୁଇ ନାବାଳକଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ହୋଇଛି। ଏଥିସହ ୫୦ ହଜାର ଟଙ୍କା ଲେଖାଏଁ ଜୋରିମାନା କରାଯାଇଛି। ଜୋରିମାନ ଅର୍ଥ ଅନାଦେୟ ହେଲେ ଅଧିକ ବର୍ଷେ ଲେଖାଏ ଜେଲ୍‌ ଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ନୟାଗଡ଼ ଚିଲଡ୍ରେନ କୋର୍ଟର ସ୍ୱତନ୍ତ୍ର ବିଚାରପତି।

ଅଭିଯୋଗରୁ ପ୍ରକାଶ, ୨୦୧୭ ମସିହାରେ ଶରଣକୂଳ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଇ ଜଣ ନାବାଳକ ଦୁଷ୍କର୍ମ କରି ଭିଡିଓ ରେକଡ଼ିଂ କରିଥିଲେ। ପରବର୍ତ୍ତୀ ସମୟରେ ସେହି ଭିଡିଓକୁ ଭାଇରାଲ୍‌ କରିଦେଇଥିଲେ। ଏନେଇ ପୀଡ଼ିତାଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ମାମଲା ରୁଜୁ ଦୁଇ ନାବାଳକଙ୍କୁ ଉଦ୍ଧାର କରି ଅନୁଗୋଳ ବାଳାଶ୍ରମରେ ଛାଡ଼ିଥିଲା।

ଆଜି ସେହି ମାମଲାର ରାୟ ପ୍ରକାଶ ପାଇଛି। ନୟାଗଡ଼ ଚିଲଡ୍ରେନ୍‌ କୋର୍ଟର ସ୍ୱତନ୍ତ୍ର ବିଚାରପତି ମାମଲାକୁ ବିଚାର କରି ସାକ୍ଷୀଙ୍କ ବୟାନକୁ ଆଧାର କରି ଅଭିଯୁକ୍ତଙ୍କ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ଜଣକା ୫୦ ହଜାର ଟଙ୍କା ଲେଖାଏଁ ଜୋରିମାନା କରିଛନ୍ତି। ଜୋରିମାନା ଅର୍ଥ ଅନାଦେୟ ହେଲେ ଅଧିକ ବର୍ଷେ ଲେଖାଏଁ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story