ଗାଧୋଇଲା ବେଳେ ବୁଡ଼ିଗଲେ ଦୁଇ ନାବାଳିକା

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ବାଘମାରି ଅଟ୍ରି ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି।

ପୋଖରୀରେ ଗାଧୋଇବା ବେଳେ ବୁଡ଼ି ଯାଇ ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଆଲିଶା ବେହେରା ଓ ଶ୍ରାବଣୀ ବେହେରା। ସେମାନେ ଗୋଟିଏ କୁଟୁମ୍ବର।

ଜେଜେମା’ଙ୍କ ସହ ଆଲିଶା ଓ ଶ୍ରାବଣୀ ଗାଁ ପୋଖରୀରକୁ ଆଜି ସକାଳ ପ୍ରାୟ ସାଢ଼େ ଆଠଟା ବେଳେ ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ ହଠାତ୍ ସେମାନେ ବୁଡ଼ି ଯାଇଥିଲେ।

ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

Ordigital Desk
• Published: Saturday, 15 September 2018
• Updated: 15 September 2018, 05:01 AM IST

Sports

Latest News

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ବାଘମାରି ଅଟ୍ରି ଗାଁରେ ଆଜି ଏକ ଦୁଃଖଦ ଘଟଣା ଘଟିଛି।

ପୋଖରୀରେ ଗାଧୋଇବା ବେଳେ ବୁଡ଼ି ଯାଇ ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଆଲିଶା ବେହେରା ଓ ଶ୍ରାବଣୀ ବେହେରା। ସେମାନେ ଗୋଟିଏ କୁଟୁମ୍ବର।

ଜେଜେମା’ଙ୍କ ସହ ଆଲିଶା ଓ ଶ୍ରାବଣୀ ଗାଁ ପୋଖରୀରକୁ ଆଜି ସକାଳ ପ୍ରାୟ ସାଢ଼େ ଆଠଟା ବେଳେ ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ ହଠାତ୍ ସେମାନେ ବୁଡ଼ି ଯାଇଥିଲେ।

ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos